ପାଙ୍ଗୋଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କଲେ ଭାରତ-ଚୀନ୍ : ଚୀନ୍ ପ୍ରତିରକ୍ଷା ମନ୍ତ୍ରାଳୟ
ନୂଆଦିଲ୍ଲୀ : ପାଙ୍ଗୋଙ୍ଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳରୁ ଭାରତ ଏବଂ ଚୀନ୍ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି ବୋଲି ଚୀନ୍ ପ୍ରତିରକ୍ଷା ମନ୍ତ୍ରାଳୟ ମୁଖପାତ୍ର କହିଛନ୍ତି। ତେବେ, ଚୀନ୍ ପ୍ରତିରକ୍ଷା ମନ୍ତ୍ରାଳୟ ମୁଖପାତ୍ର କର୍ଣ୍ଣେଲ ୱୁ କିଆନଙ୍କ ବିବୃତ୍ତି ଉପରେ ଏପର୍ଯ୍ୟନ୍ତ କୌଣସି…