ଅନ୍ଲାଇନ୍ ଅଛନ୍ତି ପପୁ ପମ୍ପମ୍ !
ଭୁବନେଶ୍ୱର: ଓଡିଶାର ଅନନ୍ୟ ହାସ୍ୟ ଅଭିନେତା ପପୁ ପମ୍ପମ୍ । ପ୍ରକୃତ ନାଁ ତତ୍ତ୍ୱପ୍ରକାଶ ଶତପଥୀ । ଖାସ କରି ଇନଷ୍ଟାଣ୍ଟ କମେଡି ପାଇଁ ଏହି ଅଭିନେତା ଜଣକ ବେଶ ଜଣାଶୁଣା । ଓଡିଶାରେ ଆଜି ପର୍ଯ୍ୟନ୍ତ କମେଡି ମାମଲାରେ ପପୁଙ୍କୁ ଟକ୍କର ଦେବାକୁ ବୋଧ ହୁଏ କେହି ସମର୍ଥ ହୋଇଥିବେ । ନିଜ…