ପାରା ଅଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସରେ ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନ ଫାଇନାଲରେ ସ୍ବର୍ଣ୍ଣ ପଦକ ହାସଲ କରି ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ପ୍ରମୋଦ ଭଗତ । ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ୍ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇଛନ୍ତି । ଡାନିଏଲଙ୍କୁ…