Latest Odisha News

BREAKING NEWS

Browsing Tag

Paradeep Port

ପାରାଦୀପ ବନ୍ଦରରେ ଆଇଏନଏସ ଘଡିଆଳ

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଲା ଇଣ୍ଡିଆନ୍ ନାଭିର ଜାହାଜ । ବନ୍ଦରରେ ଲାଗିଛି ନାଭିର  ଆଇ ଏନ୍ ଏସ ଘଡ଼ିଆଳ । ଜାହାଜ ଭିତରେ ଚାଲିଛି ସ୍ୱାସ୍ଥ୍ୟ ମେଳା । ମହତ ଉଦ୍ଦେଶ୍ୟ ନେଇ ପାରାଦୀପକୁ ଆସିଛି ଆଇଏନଏସ ଘଡିଆଳ । ବନ୍ଦର ନଗରୀ ପାରାଦ୍ଵୀପରେ ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ପାରାଦୀପ: ସିବିଆଇ ସ୍କାନରରେ ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ କରିଛି । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ଏକକାଳୀନ ଛାନିଭିନ୍ କରୁଛି ସିବିଆଇ ଟିମ୍‌ । କଟକ ଓଡ଼ିଆ ବଜାର ସ୍ଥିତ ମହିମା ମିଶ୍ରଙ୍କ ଘର ସହ କଟକ ଲିଙ୍କ୍ ରୋଡ୍…

ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ…