Latest Odisha News

BREAKING NEWS

Browsing Tag

paralakhemundi

୪୦ କୋଟି ଟଙ୍କା ବ୍ୟୟରେ ହେବ ପାରଳାଖେମୁଣ୍ଡି ବାଇପାସ୍

ଭୁବନେଶ୍ୱର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା…

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଟୋରେ ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗଞ୍ଜେଇ ଚାଲାଣ ମାମଲା ଥମିବାର ନାଁ ନେଉନି । କେତେବେଳେ କାର ତ ଆଉ କେବେ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଛି । ଆଜି ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗ । ପାରଳାଖେମୁଣ୍ଡି ଅବକାରୀ ବିଭାଗର ସ୍କ୍ୱାଡ୍ ପାଟ୍ରୋଲିଂ ବେଳେ…

ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ଡ୍ରାଇଭରଙ୍କ ବୟାନ ଘଣ୍ଟାଏ ନୁହେଁ ୧୦ ମିନିଟ୍ ପାଇଁ ଅଟକି ଥିଲା…

ପାରାଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଆଜି ପୋଲିସ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ବୟାନ ରେକର୍ଡ କରିଛି । ଅଭିଯୋଗ ଆସିଥିଲା ଯେ, ଫରେଷ୍ଟ ଗେଟ୍ ନିକଟରେ ଆମ୍ବୁଲାନ୍ସ ପ୍ରାୟ ଏକ ଘଣ୍ଟା ଧରି ଅଟକି ରହିଥିଲା । କିନ୍ତୁ ଡ୍ରାଇଭରଙ୍କ କହିବାନୁଯାୟୀ, ଆମ୍ବୁଲାନ୍ସ…

ନିଆଁରେ ପୋଡ଼ି ହୋଇ ସହକାରୀ ବନ ସଂରକ୍ଷକ ଗୁରୁତର

ପାରଳାଖେମୁଣ୍ଡି: ନିଆଁରେ ପୋଡ଼ି ହୋଇଗଲେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ । ସରକାରୀ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଛି । ତାଙ୍କ ନାଁ ସୌମ୍ୟରଞ୍ଜନ ମହାପାତ୍ର । ଗୁରୁତର ଅବସ୍ଥାରେ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲ୍ ଓ ପରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ…

ଦୁଇ ଦିନ ପରେ ଉଦ୍ଧାର ହେଲା ଅପହୃତ ହାର୍ଦ୍ଦିକ

ପାରଳାଖେମୁଣ୍ଡି: କାଶୀନଗର କୁମୁଟିସାହିରୁ ନିଖୋଜ ହୋଇଥିବା ୭ ବର୍ଷର ବାଳକ ହାର୍ଦ୍ଦିକକୁ ଆଜି ଉଦ୍ଧାର କରାଯାଇଛି । କାଶୀନଗରଠାରୁ ୩ କିଲୋମିଟର ଦୂର କଇଠପଦର ସ୍ଥିତ ସିମେଣ୍ଟ ସାମଗ୍ରୀ ତିଆରି କାରାଖାନା ନିକଟରୁ ସେ ଉଦ୍ଧାର ହୋଇଛି । ପୁଅକୁ ପାଇବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି ।…

ପୁଣି ଜଣେ ଶିଶୁ ନିଖୋଜ

ପାରାଳାଖେମୁଣ୍ଡି: କାଶୀନଗର ଏନ୍ଏସି ଅଞ୍ଚଳରୁ ୬ ବର୍ଷର ଶିଶୁପୁତ୍ର ନିଖୋଜ ହୋଇଯାଇଛି । କୁମୁଟିସାହିର ଏହି ଶିଶୁପୁତ୍ର ଗତକାଲି ସନ୍ଧ୍ୟାରେ ଘର ସମ୍ମୁଖରେ ଖେଳୁଥିବା ବେଳେ ନିଖୋଜ ହୋଇଯାଇଥିଲା । ପରିବାର ଲୋକେ ଏ ନେଇ କାଶୀନଗର ଥାନାରେ ମାମଲା ରୁଜୁ କରିଛିନ୍ତି । ପ୍ରତୟକ୍ଷଦର୍ଶୀଙ୍କ…

ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍‌ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି…

ତପ୍ତପାଣି ବସ୍ ଦୁର୍ଘଟଣା: OJEEରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ପାରଲାଖେମୁଣ୍ଡି: ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା । ଆସନ୍ତା ୨୨ ତାରିଖରେ ଏହି ପରୀକ୍ଷା ହେବ । ଏ ନେଇ  ଗଜପତି ଜିଲ୍ଲାପାଳ ବିଜ୍ଞପ୍ତି ଜାରି କରିଛନ୍ତି । ଗୋଟିଏ ବସ୍‌ରେ ଅକ୍ଟୋବର ୧୫ରେ ଓଜେଇଇ ପରୀକ୍ଷା ଦେବାକୁ ଯାଉଥିଲେ…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଅଧ୍ୟାପକ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁରାଣ୍ଡି କଲେଜର ଏଜୁକେସନ୍ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି। ନାଗେଶ୍ୱରଙ୍କ…

୩ ଦିନ ପାଇଁ ସଟଡାଉନ ଘୋଷଣା ହେଲା ପାରଳାଖେମୁଣ୍ଡି

ପାରଳାଖେମୁଣ୍ଡି: ଦିନକୁ ଦିନ ଭୟଙ୍କର ହେଉଛି କରୋନା। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ୩ଦିନିଆ ସଟଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ଠାରୁ ଆସନ୍ତା ୩ ଦିନ ପାଇଁ ଏହି ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ପାରଳାଖେମୁଣ୍ଡିକୁ…