Latest Odisha News

BREAKING NEWS

Browsing Tag

Paralakhemundi ACF Death

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କ ସମେତ ୫ ଜଣଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତଦନ୍ତକୁ ତ୍ୱରାନ୍ୱିତ କରିଛି କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ସରରକାରୀ କ୍ୱାର୍ଟର୍ସରୁ ସାଇଣ୍ଟିଫିକ୍ ତଥ୍ୟ ପ୍ରମାଣ ଯୋଗାଡ କରିବା ପରେ ଆରମ୍ଭ ହୋଇଛି ଜେରା । ଆଜି ପାରଳାଖେମୁଣ୍ଡି ଥାନାପେ ୫ ଜମଙ୍କୁ ଜେରା ଚାଲିଛି ।…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶରେ ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଏଥିପାଇଁ କ୍ରାଇମବ୍ରାଞ୍ଚ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ଜେରା ପାଇଁ ପହଞ୍ଚିଥିଲା ପାରଳା ପୋଲିସ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଇଉୠ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ଏଯାଏ ପରଦା ହିଟିନି । ଘଟଣାର ୨୨ ଦିନ ପରେ ବି ପୋଲିସ କୌଣସି ନଷ୍କର୍ଷରେ ପହଞ୍ଚି ପାରିନି । ତଦନ୍ତ ଏବେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଉପରେ କେନ୍ଦ୍ରୀଭୂତ ଅଛି । ଦ୍ୱିତୀୟ ପର୍ୟ୍ୟାୟ ଜେରା ବିଦ୍ୟାଭାରତୀଙ୍କ…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ଆଜି DFOଙ୍କୁ ହେବ ପଚରାଉଚରା !

ପାରଳାଖେମୁଣ୍ଡି: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଖୋଳତାଡ ଜାରି ରହିଛି। ବାଲେଶ୍ୱର ଜିଲ୍ଲା ଖଇରାରେ ସୌମ୍ୟଙ୍କ ପରିବାର ଲୋକେ ଓ ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ପଚରାଉଚରା ଓ ବୟାନ ରେକର୍ଡ ସାରି ଫେରିଛି ପାରଳାଖେମୁଣ୍ଡି ଥାନା ପୋଲିସ। ଆଜି…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ଖୁଲ୍ଲାସା କଲେ ପତ୍ନୀ ବିଦ୍ୟାଭାରତୀ

ମୟୂରଭଞ୍ଜ: ପାରଳାଖେମୁଣ୍ଡି ଏସିଏଫି ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ଓ ବୟାନ ସାମନାକୁ ଆସୁଛି । ହତ୍ୟା ଅଭିଯୋଗ ଆଣି ସୌମ୍ୟଙ୍କ ପତ୍ନୀ ନାଁରେ ଅଭିଯୋଗର ଲମ୍ବା ତାଲିକା ଦେଇଥିଲେ ଶାଶୁ ଘର ଲୋକ । ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…

ପୋଲିସ ଡିଜିଙ୍କୁ ଦାବିପତ୍ର ଦେଲେ ମୃତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନଙ୍କ ବାପା

କଟକ: ମୃତ୍ୟୁର ୭ ଦିନ ପରେ ବି ରହସ୍ୟଘେରରେ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ପୋଲିସ ତଦନ୍ତ ଚଳାଇଥିବା ବେଳେ ଆଜି କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିଛନ୍ତି ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର । ପୋଲିସ ଡିଜିଙ୍କୁ ଦାବି…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜନଙ୍କ ଘରେ ତଦନ୍ତକାରୀ ଟିମ୍

ବାଲେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୭ଦିନ ହେଲାଣି । ତଥାପି ରହସ୍ୟ ଉପରୁ ପରଦା ହଟିନି । ଅଧିକ ଖୋଳତାଡ ଭିତରେ ଆଜି ମୃତ ସୌମ୍ୟରଞ୍ଜନଙ୍କ ବାଲେଶ୍ୱର ଜିଲ୍ଲା ଖଇରା ସ୍ଥିତ ଘରେ ପହଞ୍ଚିଛି ପାରଳାଖେମୁଣ୍ଡି ପୋଲିସର ତଦନ୍ତକାରୀ ଟିମ୍ ।…

ରହସ୍ୟଘେରରେ ପାରଳାଖେମୁଣ୍ଡି ACFଙ୍କ ମୃତ୍ୟୁ, ପତ୍ନୀ ଓ ଡିଏଫଓଙ୍କ ସମେତ ୩ ଜଣଙ୍କ ନାଁରେ ହତ୍ୟା ମାମଲା

ପାରଳାଖେମୁଣ୍ଡି: ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ନେଇ ସସପେନ୍ସ ବଢୁଛି । ନାନା ପ୍ରଶ୍ନବାଚୀ ଉଠିଛି । ମୃତ୍ୟୁ ପଛରେ ଷଡ଼ଯନ୍ତ୍ର ସନ୍ଦେହ କରିଛନ୍ତି ସୌମ୍ୟରଞ୍ଜନଙ୍କ ପରିବାର ଲୋକ । ପାରଳାଖେମୁଣ୍ଡି ଥାନାରେ ପୁଅର ମୃତ୍ୟୁ ପଛରେ ତିନି ଜଣଙ୍କ ସଂପୃକ୍ତି ଅଭିଯୋଗରେ…