ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ କଏଦୀ ମୃତ
ଗଜପତି: ବିଚାରାଧୀନ କଏଦୀ ମୃତ । ପାରଳାଖେମୁଣ୍ଡି ଉପକାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ଜୟପାଲ ସିଂହ । ଘର ହରିଆଣାରେ । ଗଞ୍ଜେଇ କାରବାର ଅଭିଯୋଗରେ ମାସେ ତଳେ ସେ ଗିରଫ ହୋଇଥିଲେ ।
ଗିରଫ ପରେ ପାରଳାଖେମୁଣ୍ଡି ଜେଲରେ ଥିଲେ ଜୟପାଲ । ଅସୁସ୍ଥ ଅନୁଭବ…