ପରୀ ହତ୍ୟା ମାମଲାରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି
କଟକ: ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ଆଜି ଏସଆଇଟି ପକ୍ଷରୁ ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି । ଏହି ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟରେ ଦର୍ଶାଯାଇଛି । ଏକ ବନ୍ଦ ଲଫଫାରେ ସତ୍ୟପାଠ ଦାଖଲ କରିଛି ଏସଆଇଟି ।
ଆସନ୍ତା ୨୪ରେ ମାମଲାର ପରବର୍ତ୍ତୀ …