Latest Odisha News

BREAKING NEWS

Browsing Tag

Parliament

ମଲ୍ଲିକାର୍ଜୁନ ଖଡଗେଙ୍କ ଆଣ୍ଠୁରେ ଆଘାତ; ବିଜେପି ସାଂସଦ ଠେଲି ଦେଇଥିବା ଅଭିଯୋଗ

ନୂଆଦିଲ୍ଲୀ: ଆଜି ସଂସଦରେ ବିଜେପି ନେତୃତାଧିନ ଏନଡିଏ ସାଂସଦ ଏବଂ ଇଣ୍ଡି ବ୍ଲକ୍ ସାଂସଦମାନେ ଆମ୍ବେଦକର ବିବାଦକୁ ନେଇ ପରସ୍ପରକୁ ସମାଲୋଚନା କରି ପ୍ରତିବାଦ କରିବା ବେଳେ ଉପୁଜିଥିଲା ଠେଲାଠେଲି ପରିସ୍ଥିତି । ଏଥିରେ ବିଜେପିର ଦୁଇ ଜଣ ସାଂସଦ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି…

ପାଲେଷ୍ଟାଇନ ପରେ ପ୍ରିୟଙ୍କାଙ୍କ ହାତରେ ‘ବାଂଲାଦେଶ’ ଲେଖାଥିବା ବ୍ୟାଗ

ନୂଆଦିଲ୍ଲୀ: ୱାୟନାଡ ଲୋକସଭା ସାଂସଦ ପ୍ରିୟଙ୍କା ଗାନ୍ଧୀ ମଙ୍ଗଳବାର ସଂସଦରେ ଏକ ବ୍ୟାଗ ଧରି ପହଞ୍ଚିଥିଲେ। ଯେଉଁଥିରେ ଲେଖାଥିଲା ବାଂଲାଦେଶରେ ଥିବା ହିନ୍ଦୁ ଏବଂ ଖ୍ରୀଷ୍ଟିଆନମାନେ ଏକାଠି ହୋଇ ରହିବା କଥା। ତେବେ ଏହାର ଗୋଟିଏ ଦିନ ପୂର୍ବରୁ ପାଲେଷ୍ଟାଇନର ସମର୍ଥନରେ ମଧ୍ଯ ସେ ଏକ ବ୍ୟାଗ…

ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ପାଲେଷ୍ଟାଇନ ପ୍ରତି କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମର୍ଥନ ପୁଣି ଥରେ ଚର୍ଚ୍ଚାରେ। ପ୍ରିୟଙ୍କା ଗାନ୍ଧୀ 'ପାଲେଷ୍ଟାଇନ' ଲେଖାଥିବା ଏକ ବ୍ୟାଗ ଧରି ସଂସଦରେ ପହଞ୍ଚିଛନ୍ତି। ଯେଉଁ ଚିତ୍ର ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି ବ୍ୟାଗ…

ପ୍ରିୟଙ୍କାଙ୍କ ହାତରେ ‘ମୋଦି-ଅଦାନୀ ଭାଇ ଭାଇ’ ବ୍ୟାଗ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଜାରି ରହିଛି। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକବିତର୍କ ବୃଦ୍ଧି ପାଉଛି। ଏପଟେ କଂଗ୍ରେସ ଦଳ ଆଦାନୀ ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରୁଥିବାବେଳେ ଶାସକ ଦଳ ସମ୍ପୂର୍ଣ୍ଣ ବିରୋଧ କରୁଛି। ଏହା ଉପରେ ଲୋକସଭା ବାଚସ୍ପତି ଓମ ବିର୍ଲା ସଂସଦ…

ସଂସଦରେ ‘ଦ ସାବରମତି ରିପୋର୍ଟ’ର ସ୍ପେଶାଲ୍ ସ୍କ୍ରିନିଂ

ନୂଆଦିଲ୍ଲୀ: ସଂସଦର ବାଲୟୋଗୀ ଅଡିଟୋରିୟମରେ ‘ଦ ସାବରମତି ରିପୋର୍ଟ’ ଫିଲ୍ମର ସ୍ୱତନ୍ତ୍ର ସ୍କ୍ରିନିଂ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ମନ୍ତ୍ରୀ ଓ ସାଂସଦ ଏହି ଫିଲ୍ମ ଦେଖିବାକୁ ଆସିଛନ୍ତି।…

ନଭେମ୍ବର ୨୫ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ। ନଭେମ୍ବର ୨୫ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୨୦ରେ ଶେଷ ହେବ। ସେ କହିଛନ୍ତି ଯେ ରାଷ୍ଟ୍ରପତି ଭାରତ ସରକାରଙ୍କ ସୁପାରିଶ କ୍ରମେ…

ବାହାରେ ପେପର ଲିକ୍, ଭିତରେ ପାଣି ଲିକ୍; ନୂଆ ସଂସଦ ଭବନ ଛାତରୁ ପାଣି ପଡିବାରୁ ବର୍ଷିଲେ ବିରୋଧୀ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ବୁଧବାର ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁଁ ଦିଲ୍ଲୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏପରିକି ଜଳବନ୍ଦୀ ହୋଇପଡିଥିଲା ସାରା ସହର। ଏହି ସମୟରେ ନୂତନ ସଂସଦ ଭବନର ଚିତ୍ର ମଧ୍ୟ ସାମ୍ନାକୁ…

ଆଜି ସଂସଦରେ ବିବୃତ୍ତି ରଖିବେ ମୋଦି, ବିରୋଧୀଙ୍କୁ ଦେବେ ଜବାବ

ନୂଆଦିଲ୍ଲୀ: ସଂସଦରେ ମୋଦି ସରକାରଙ୍କ ବିରୋଧରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ଆଜି ଅନାସ୍ଥା ବିତର୍କର ତୃତୀୟ ଦିନ । ଆଜି ପ୍ରଧାନମନ୍ତ୍ରୀ ମୋଦି ଅନାସ୍ଥା ବିତର୍କରେ ସାମିଲ ହେବେ । ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ…

ସୋମବାର ସଂସଦକୁ ଫେରିବେ କି ରାହୁଲ ଗାନ୍ଧୀ ?

ନୂଆଦିଲ୍ଲୀ: ସରି ସରି ଆସୁଛି ସଂସଦର ମୌସୁମୀ ଅଧିବେଶନ । ଜୁଲାଇ ୨୦ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୧ରେ ସରିବ । ଚଳିତ ଅଧିବେଶନର ଶେଷ ସପ୍ତାହ ଆସନ୍ତାକାଲି ଠାରୁ ଆରମ୍ଭ ହେବ । ଏଥିସହ ୱାୟନାଡ଼ ସାଂସଦ ଭାବେ ପଦ ହରାଇଥିବା ରାହୁଲ ଗାନ୍ଧୀ ଆସନ୍ତାକାଲି ସଂସଦକୁ ଫେରିବା…

ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କଲେ ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ସଂସଦରେ ହଟ୍ଟଗୋଳ ଲାଗି ରହିଥିବା ବେଳେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ । କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଆଣିଥିବା ଅବିଶ୍ୱାସ ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଗ୍ରହଣ କରିଛନ୍ତି । ତେବେ ଏହା ଉପରେ ଆଲୋଚନା କରାଯାଇ ସମୟ ସ୍ଥିର…