ଭାରତୀୟ ଯବାନଙ୍କ ସାହସ ଦେଖି ଫେରିଗଲେ ଡ୍ରାଗନ ସେନା-ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ: ତଓ୍ୱାଙ୍ଗ ଠାରେ ଚୀନ ସେନା ଭାରତକୁ ଅନୁପ୍ରବେଶ କରିବାକୁ ଚାହୁଁଥିଲେ । ଏହାର ମୁହଁତୋଡ ଜବାବ ଦେଇଛନ୍ତି ଭାରତୀୟ ସେନା । ଏଲଏସିର ସ୍ଥିତିକୁ ବଦଳାଇବା ପାଇଁ ଚୀନ ବାରମ୍ବାର ଚେଷ୍ଟା କରୁଛି । ଭାରତୀୟ ସେନାର ଖୁବ ସାହାସର ସହିତ ଏହାର ମୁକାବିଲା କରୁଛନ୍ତି । ଚୀନ ସେନାକୁ ନିଜ…