Latest Odisha News

BREAKING NEWS

Browsing Tag

Partial Lockdown

ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନରେ ଓଡ଼ିଶା: ଅଧିକ ସମୟ ଖୋଲିବ ଦୋକାନ ବଜାର, ସେଲୁନ୍ ଖୋଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନ୍ । କାଟାଗୋରୀ-A ୨୦ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କହାଯାଇଥିବା ବେଳେ କାଟାଗୋରୀ-B ଜିଲ୍ଲାରେ ବି କଟକଣା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ବହୁ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ…

କୋହଳ ହେଲା କଟକଣା, ୨୦ ଜିଲ୍ଲାରେ ହଟିଲା ସପ୍ତାହାନ୍ତ ସଟଡାଉନ୍

ଭୁବନେଶ୍ବର : ଆସିଲା ଜୁଲାଇ ମାସର ଗାଇଡଲାଇନ୍ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି ନୂଆ ଗାଇଡଲାଇନ୍ । ତେବେ ନୂଆ ଘୋଷଣା ଅନୁସାରେ, ସାରା ରାଜ୍ୟରେ ଜୁଲାଇ ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଆଂଶିକ ଲକଡାଉନ୍ । ଏଥର ବି କାଟେଗୋରୀ ଏ ଓ କାଟେଗୋରି ବିରେ ରାଜ୍ୟକୁ ଦୁଇ…