Latest Odisha News

BREAKING NEWS

Browsing Tag

Passed away

କରୋନାରେ ଆରପାରିକୁ ଚାଲିଗଲେ ସାମ୍ବାଦିକ ମାନସ ଜୟପୁରିଆ

ଭୁବନେଶ୍ୱର: କରୋନା ଧନୀ, ଗରିବ କିଛି ମାନୁନି । ସଂକ୍ରମଣ କେତେବେଳେ କାହାକୁ କେଉଁଠି ହେଉଛି ଆଉ କାହାର ଜୀବନ କେତେବେଳେ ପାଣି ଫୋଟକା ଭଳି ଚାଲି ଯାଉଛି । କରୋନା ସଂକ୍ରମିତ ଆଉ ଜଣେ ସାମ୍ବାଦିକ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କରୋନାରେ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ…

ଆରପାରିରେ ସାହିତ୍ୟିକ ଡମ୍ବରୁଧର ପଟ୍ଟନାୟକ

ରାୟଗଡ଼ା : ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦର ରାୟଗଡ଼ା ଜିଲ୍ଲା ପ୍ରତିନିଧି ଡମ୍ବରୁଧର ପଟ୍ଟନାୟକଙ୍କ ୫୨ବର୍ଷ ବୟସରେ ପରଲୋକ ଘଟିଛି । ସମ୍ପ୍ରତି ସେ ଓଡ଼ିଶା ସରକାରଙ୍କ ବାଣିଜ୍ୟ କର ବିଭାଗରେ ଜଣେ ପଦସ୍ଥ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ସେ…

ଆରପାରିରେ ବରିଷ୍ଠ ଓଡିଆ ସିନେ ସମ୍ପାଦକ ରବିଶଙ୍କର ପଟ୍ଟନାୟକ

ଭୁବନେଶ୍ୱର: ଚଳଚ୍ଚିତ୍ର ସମ୍ପାଦକ ରବିଶଙ୍କର ପଟ୍ଟନାୟକଙ୍କ ପରଲୋକ ।  ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି । ରବିଶଙ୍କର ଜଣେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର ସମ୍ପାଦକ ଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ଜୟଦେବ…

ଆରପାରିରେ ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର

ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଥିଲେ ଅଶୋକ ମହାପାତ୍ର। ଅଶୋକ ମହାପାତ୍ରଙ୍କ ହେବ…

ଗୋସ୍ୱାମୀ ପ୍ରେସର ପ୍ରତିଷ୍ଠାତା ଦିବାକର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ପରଲୋକରେ ଗୋସ୍ୱାମୀ ପ୍ରେସର ପ୍ରତିଷ୍ଠାତା ଦିବାକର ମିଶ୍ର । ସୋମବାର ସକାଳେ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଇହଧାମ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା । ବାଡଗଡ ସ୍ଥିତ ସ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ମୃତ୍ୟୁ ବେଳକୁ ତାଙ୍କ…