Latest Odisha News
Browsing Tag

passes away

ଭାରତକୁ ପରମାଣୁ ଶକ୍ତି ସମ୍ପନ୍ନ କରାଇଥିବା ଡ. ରାଜଗୋପାଳ ଚିଦାମ୍ବରମଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଭାରତକୁ ପରମାଣୁ ଶକ୍ତି ସମ୍ପନ୍ନ କରିଥିବା ବୈଜ୍ଞାନିକ ଡ. ରାଜଗୋପାଳ ଚିଦାମ୍ବରମଙ୍କ ଡିସେମ୍ବର ୨ ତାରିଖରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ୧୯୭୫ ଏବଂ ୧୯୯୮ରେ ଆଣବିକ ପରୀକ୍ଷଣରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ପରମାଣୁ…

ପୂର୍ବତନ ଓଡି଼ଶା ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ରାଜନୀତିଜ୍ଞ ତଥା ଓଡି଼ଶାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଶନିବାର ଦିନ ଭୁବନେଶ୍ୱରର ଏକ ହସ୍ପିଟାଲରେ ଦେହାନ୍ତ ହୋଇଛି। ପରିବାର ବର୍ଗଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡାର ୬୫ ବର୍ଷୀୟ ଏହି ପୂର୍ବତନ ବିଧାୟକ ଭୁବନେଶ୍ୱରର ଏକ ଘରୋଇ…

ଅଗ୍ନି କ୍ଷେପଣାସ୍ତ୍ରର ଜନକ ରାମ ନାରାୟଣ ଅଗ୍ରୱାଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଅଗ୍ନି କ୍ଷେପଣାସ୍ତ୍ରର ଜନକ ତଥା DRDO କ୍ଷେପଣାସ୍ତ୍ର ବୈଜ୍ଞାନିକ ରାମ ନାରାୟଣ ଅଗ୍ରୱାଲଙ୍କ ଦେହାନ୍ତ ହୋଇଛି। ବିଶ୍ୱର ଅନ୍ୟତମ ଶକ୍ତିଶାଳୀ କ୍ଷେପଣାସ୍ତ୍ର ମଧ୍ୟରୁ ଭାରତର ଅଗ୍ନି କ୍ଷେପଣାସ୍ତ୍ର ଅନ୍ୟତମ। DRDO ଅଧିକାରୀଙ୍କ ଅନୁଯାୟୀ, ରାମ ନାରାୟଣ ଅଗ୍ରୱାଲ ୮୪ ବର୍ଷ…

ପୂର୍ବତନ ମାଲକାନଗିରି ବିଧାୟକ ଆଦିତ୍ୟ ମାଢୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମାଲକାନଗିରି ବିଧାୟକ ତଥା ବିଜେପି ନେତା ଆଦିତ୍ୟ ମାଢୀଙ୍କ ଦେହାନ୍ତ ହୋଇଛି। ବୁଧବାର ଦିନ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିଲା। ସୂଚନାନୁସାରେ, ସେ କିଡନୀ…

ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ:  ହଜିଗଲା ମଲାଜହ୍ନ। ଅଫେରା ରାଇଜକୁ ଚାଲିଗଲେ ଅମଡ଼ା ବାଟର ଅଭିନେତ୍ରୀ । ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ହୋଇଛି । ବିଳମ୍ୱିତ ରାତିରେ  କଟକସ୍ଥିତ ବାସଭବନରେ ଝରଣା ଦାସଙ୍କ ଦେହାନ୍ତ ହୋଇଛି । ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତ ଅମଡ଼ା ବାଟ, ଅଦିନ ମେଘରେ କରିଥିଲେ ସୁନ୍ଦର…

ଜୀବନ ଯୁଦ୍ଧରେ ହାରିଗଲେ ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର

ଭୁବନେଶ୍ୱର: କର୍କଟ ସହ ଲଢ଼ୁଥିଲେ, ହେଲେ ଜୀବନ ଯୁଦ୍ଧରେ ହାରିଗଲେ । ବୁଧବାର ବିଳମ୍ବିତ ରାତିରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ବିୟୋଗ ଘଟିଛି । ବିଳମ୍ବିତ ରାତିରେ ରାଜେଶ୍ୱରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା । ପ୍ରଥମେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ…

‘ଅନୁପମା’ ଆକ୍ଟର ମାଧବୀ ଗୋଗ୍‌ଟେଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଷ୍ଟାର୍‌ ପ୍ଲସ୍‌ରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ 'ଅନୁପମା'ରେ ରୁପାଲି ଗାଙ୍ଗୁଲିଙ୍କ ମାଙ୍କ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ମାଧବୀ ଗୋଗ୍‌ଟେଙ୍କ ଦେହାନ୍ତ ହୋଇଛି। ଖବର ଅନୁଯାୟୀ, ସେ କରୋନା ଆକ୍ରାନ୍ତ ଥିଲେ। ସେ ନଭେମ୍ବର ୨୧ରେ ମୁମ୍ବାଇର ସେଭେନ ହିଲ୍ସ…

ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ। ସୋମବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛଇ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।…

ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ପରଲୋକ

ନୂଆଦିଲ୍ଲୀ: ବିଗ୍ ବସ୍ ୧୩ ବିଜେତା ସିଦ୍ଧାର୍ଥ ଶୁକ୍ଲାଙ୍କର ପରଲୋକ ହୋଇଛି। ସେପ୍ଟେମ୍ବର ୨ ରେ ହଠାତ୍ ହୃଦଘାତରେ ସିଦ୍ଧାର୍ଥଙ୍କର ମୃତ୍ୟୁ ଘଟିଛି। ମୁମ୍ବାଇର କୁପର୍ ହସ୍ପିଟାଲ୍ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା। ଡାକ୍ତରଖାନା ସୂତ୍ରରୁ…

କରୋନାରେ ଆଖି ବୁଜିଲେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟରୁ ସେ…