ଦୁଃଖଦ ଖବର: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ, ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ
ପିପିଲି: ଆଉ ନାହାନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ । କରୋନାରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ନିର୍ବାଚନର ତିନି ଦିନ ପୂର୍ବରୁ ତାଙ୍କର ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ ଅଜିତ ।
୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା…