Latest Odisha News

BREAKING NEWS

Browsing Tag

passes away

ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ:  ହଜିଗଲା ମଲାଜହ୍ନ। ଅଫେରା ରାଇଜକୁ ଚାଲିଗଲେ ଅମଡ଼ା ବାଟର ଅଭିନେତ୍ରୀ । ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ହୋଇଛି । ବିଳମ୍ୱିତ ରାତିରେ  କଟକସ୍ଥିତ ବାସଭବନରେ ଝରଣା ଦାସଙ୍କ ଦେହାନ୍ତ ହୋଇଛି । ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତ ଅମଡ଼ା ବାଟ, ଅଦିନ ମେଘରେ କରିଥିଲେ ସୁନ୍ଦର…

ଜୀବନ ଯୁଦ୍ଧରେ ହାରିଗଲେ ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର

ଭୁବନେଶ୍ୱର: କର୍କଟ ସହ ଲଢ଼ୁଥିଲେ, ହେଲେ ଜୀବନ ଯୁଦ୍ଧରେ ହାରିଗଲେ । ବୁଧବାର ବିଳମ୍ବିତ ରାତିରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ବିୟୋଗ ଘଟିଛି । ବିଳମ୍ବିତ ରାତିରେ ରାଜେଶ୍ୱରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା । ପ୍ରଥମେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ…

‘ଅନୁପମା’ ଆକ୍ଟର ମାଧବୀ ଗୋଗ୍‌ଟେଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଷ୍ଟାର୍‌ ପ୍ଲସ୍‌ରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ 'ଅନୁପମା'ରେ ରୁପାଲି ଗାଙ୍ଗୁଲିଙ୍କ ମାଙ୍କ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ମାଧବୀ ଗୋଗ୍‌ଟେଙ୍କ ଦେହାନ୍ତ ହୋଇଛି। ଖବର ଅନୁଯାୟୀ, ସେ କରୋନା ଆକ୍ରାନ୍ତ ଥିଲେ। ସେ ନଭେମ୍ବର ୨୧ରେ ମୁମ୍ବାଇର ସେଭେନ ହିଲ୍ସ…

ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ। ସୋମବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛଇ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।…

ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ପରଲୋକ

ନୂଆଦିଲ୍ଲୀ: ବିଗ୍ ବସ୍ ୧୩ ବିଜେତା ସିଦ୍ଧାର୍ଥ ଶୁକ୍ଲାଙ୍କର ପରଲୋକ ହୋଇଛି। ସେପ୍ଟେମ୍ବର ୨ ରେ ହଠାତ୍ ହୃଦଘାତରେ ସିଦ୍ଧାର୍ଥଙ୍କର ମୃତ୍ୟୁ ଘଟିଛି। ମୁମ୍ବାଇର କୁପର୍ ହସ୍ପିଟାଲ୍ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା। ଡାକ୍ତରଖାନା ସୂତ୍ରରୁ…

କରୋନାରେ ଆଖି ବୁଜିଲେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟରୁ ସେ…

ସଡକ ଦୁର୍ଘଟଣାରେ ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ଦେହାନ୍ତ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜ । ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଛି ସମୟ ତଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଭୁବନେଶ୍ୱର ଉପକଣ୍ଠ ଯାଁଳା ନିକଟରେ ଏକ…

ପରଲୋକରେ କିମ୍ବଦନ୍ତୀ ଭାରତୀୟ ସ୍ପ୍ଲିଣ୍ଟର ମିଲଖା ସିଂ

ଚଣ୍ଡିଗଡ: ଫ୍ଲାଇଂ ଶିଖ୍ ଭାବେ ବେଶ୍ ପରିଚିତ ମିଲଖା ସିଂ ଆଉ ନାହାନ୍ତି । ଗତ କିଛି ଦିନ ତଳେ କରୋନାକୁ ହରାଇ ଡାକ୍ତରଖାନାରୁ ଘରକୁ ଫେରିଥିବା ମିଲଖାଙ୍କର ଅମ୍ଲଜାନ ସ୍ତର କମିଥିଲା । ତେଣୁ ଜୁନ ୩ ତାରିଖରେ ତାଙ୍କୁ ପୁନର୍ବାର ଚିକିତ୍ସା ପାଇଁ ଚଣ୍ଡୀଗଡର ଏକ ହସ୍ପିଟାଲରେ ଭର୍ତ୍ତି…

ଆଉ ନାହାନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଆଇପିଏସ୍ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀ । କରୋନାରେ ଆକ୍ରାନ୍ତ ହୋଇ କୋଲକାତାରେ ତାଙ୍କ ଇକମୋ ଚିକିତ୍ସା ଚାଲିଥିବା ବେଳେ ରାତି ୧୦ ଟା ୧୫ ସମୟରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା । ଗତ ୮…

ପରଲୋକରେ ବିଶିଷ୍ଟ ଶିଳ୍ପପତି ହିମାଂଶୁ ଦାସ

ବାଲେଶ୍ୱର: ବିଶିଷ୍ଟ ଶିଳ୍ପପତି ତଥା ବିଭିନ୍ନ ଅନୁଷ୍ଠାନର ପୃଷ୍ଠପୋଷକ ହିମାଂଶୁ ଦାସ ଗତକାଲି ଦେହାନ୍ତ ହୋଇଯାଇଛି । ଗତ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଗତକାଲି ରାତିରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବାଲେଶ୍ୱର…