Latest Odisha News

BREAKING NEWS

Browsing Tag

passes away

ଆରପାରିରେ ଗୋହର ଖାନଙ୍କ ବାପା ଜଫର ଅହମଦ ଖାନ

ନୂଆଦିଲ୍ଲୀ: ଦୁନିଆକୁ ବିଦାୟ ନେଇଛନ୍ତି ଅଭିନେତ୍ରୀ ଗୋହର ଖାନଙ୍କ ବାପା ଜଫର ଅହମ୍ମଦ ଖାନ । ଗତ ଏକ ସପ୍ତାହ ଧରି ତାଙ୍କ ପିତା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଆଜି ସକାଳେ ସେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗୋହର ଖାନ ତାଙ୍କ ଇନଷ୍ଟାଗ୍ରାମରେ ବାପାଙ୍କ ଏକ ଫଟୋ…

ପରଲୋକରେ ଟ୍ୟାଙ୍କ ମ୍ୟାନ୍ ମେଜର ଜେନେରାଲ ବସନ୍ତ ମହାପାତ୍ର

ଭୁବନେଶ୍ୱର: ଅବସରପ୍ରାପ୍ତ ମେଜର ଜେନେରାଲ ବସନ୍ତ କୁମାର ମହାପାତ୍ରଙ୍କ ପରଲୋକ ଘଟିଛି । ଆଜି ତାଙ୍କ ଭୁବନେଶ୍ୱରସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ଶେଷ ଦର୍ଶନ ପାଇଁ ତାଙ୍କୁ କଟକ ଚାନ୍ଦିନୀଚୌକ…

ପରଲୋକରେ ନାଟ୍ୟକାର କୁଞ୍ଜ ରାୟ

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ ନାଟ୍ୟକାର, ଗାଳ୍ପିକ, ଅନୁବାଦକ, ଔପନ୍ୟାସିକ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ନାଟ୍ୟ ବ୍ୟକିତ୍ୱ କୁଞ୍ଜ ରାୟ । ୭୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । 'ଅଗ୍ନିସ୍ନାନ', 'କେଉଁ ନଦୀ ମୁହାଣରେ',…

ପରଲୋକରେ ପ୍ରଯୋଜକ ଶ୍ରୀନିବାସ ପାଇକରାୟ

ଭୁବନେଶ୍ୱର: ପଞ୍ଚସଖା ଫିଲ୍ମସ୍ ଓ ଦେବାଶିଷ ଚଳଚିତ୍ର ପ୍ରଯୋଜନାର ପ୍ରଯୋଜକ ଶ୍ରୀନିବାସ ପାଇକରାୟଙ୍କର ଆଜି ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ମରଶରୀରକୁ ଶେଷଦର୍ଶନ ପାଇଁ ନରଣଗଡର ମାନପୁରକୁ ନିଆଯାଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି । ଶ୍ରୀ…

ପରଲୋକରେ ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁ

ସମ୍ବଲପୁର: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ । ‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର…

ଆରପାରିରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଭାଣିଜୀ ଚିତ୍ରା ଘୋଷ

କୋଲକାତା: ଆଉ ନାହାନ୍ତି ଶରତ ଚନ୍ଦ୍ର ବୋଷଙ୍କ ଝିଅ ତଥା ନେତାଜୀ ସୁଭାଷ ଚନ୍ଦ୍ର୍ର ବୋଷଙ୍କ ଭାଣିଜୀ ଚିତ୍ରା ଘୋଷ । ଶେଷ ସମୟରେ ଚିତ୍ରା ଘୋଷ ପଶ୍ଚିମବଙ୍ଗରେ ରହୁଥିଲାବେଳେ ଗତକାଲି ତାଙ୍କର ନିଧନ ହୋଇଥିଲା । Professor Chitra Ghosh made pioneering contributions to academics…

ପରଲୋକରେ ଭାରତୀୟ ହକି ଟିମର ପୂର୍ବତନ ଖେଳାଳି ମାଇକେଲ କିଣ୍ଡୋ

ରାଉରକେଲା: ଭାରତୀୟ ହକି ତାରକା ମାଇକେଲ କିଣ୍ଡୋଙ୍କର ଆଜି ଅପରାହ୍ନରେ ପରଲୋକ ହୋଇଛି । ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ କାରଣରୁ ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା ।…

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇ

ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗଇଙ୍କର ପରଲୋକ । ଆଜି ଅପରାହ୍ନରେ ଗୌହାଟୀ ମେଡିକାଲ ସାଇନ୍ସ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତୁୟ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଗତ ତିନି ମାସ ତଳେ ସେ କରୋନାରେ…

ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡିଶା ଡିଜିପି ଅଭୟ ରବିବାର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । https://twitter.com/DGPOdisha/status/1327907631466332160?s=19 ୧୯୬୬ ବ୍ୟାଚର ଏହି…

ଭେଟେରାନ୍ ଅଭିନେତା ସୌମିତ୍ର ଚାଟାର୍ଜିଙ୍କ ଦେହାନ୍ତ

କୋଲକାତା: କିମ୍ବଦନ୍ତୀ ଅଭିନେତା ସୌମିତ୍ର ଚାଟାର୍ଜିଙ୍କର ରବିବାର ଦିନ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ସମ୍ପର୍କରେ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, କରୋନା…