Latest Odisha News
Browsing Tag

passes away

ପରଲୋକରେ ଭାରତୀୟ ହକି ଟିମର ପୂର୍ବତନ ଖେଳାଳି ମାଇକେଲ କିଣ୍ଡୋ

ରାଉରକେଲା: ଭାରତୀୟ ହକି ତାରକା ମାଇକେଲ କିଣ୍ଡୋଙ୍କର ଆଜି ଅପରାହ୍ନରେ ପରଲୋକ ହୋଇଛି । ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ କାରଣରୁ ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା ।…

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇ

ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗଇଙ୍କର ପରଲୋକ । ଆଜି ଅପରାହ୍ନରେ ଗୌହାଟୀ ମେଡିକାଲ ସାଇନ୍ସ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତୁୟ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଗତ ତିନି ମାସ ତଳେ ସେ କରୋନାରେ…

ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡିଶା ଡିଜିପି ଅଭୟ ରବିବାର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । https://twitter.com/DGPOdisha/status/1327907631466332160?s=19 ୧୯୬୬ ବ୍ୟାଚର ଏହି…

ଭେଟେରାନ୍ ଅଭିନେତା ସୌମିତ୍ର ଚାଟାର୍ଜିଙ୍କ ଦେହାନ୍ତ

କୋଲକାତା: କିମ୍ବଦନ୍ତୀ ଅଭିନେତା ସୌମିତ୍ର ଚାଟାର୍ଜିଙ୍କର ରବିବାର ଦିନ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ସମ୍ପର୍କରେ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, କରୋନା…

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ: ଜଣାଶୁଣା ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ଆଜି ପରଲୋକ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  ଆଜି ହଠାତ୍ ସେ ଘରେ ଖାଉଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ…

ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କର ରବିବାର ଦିନ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ ସେ ଭୁବନେଶ୍ୱର ବାର ଆସୋସିଏସନର ପୂର୍ବତନ ସଚିବ ତଥା ପୂର୍ବତନ ଉପସଭାପତି ଏବଂ ଭୁବନେଶ୍ୱର…

ଅଭିନେତା ଫରାଜ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ଆରପାରିରେ ବଲିଉଡ ଅଭିନେତା ଫରାଜ ଖାନ୍ । ବୁଧବାର ତାଙ୍କ ଦେହାନ୍ତ ହୋଇଛି । ବେଙ୍ଗଳୁରୁ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏନେଇ ଅଭିନେତ୍ରୀ ପୂଜା ଭଟ୍ଟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ‘ଫରେବ’ ଓ ‘ମେହେନ୍ଦୀ’ ଭଳି…

ପରଲୋକରେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ବିରଞ୍ଚି ନାରାୟଣ ପୁହାଣ

ଭୁବନେଶ୍ୱର: ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ତଥା ଶିକ୍ଷାବିତ୍ ଡକ୍ଟର ବିରଞ୍ଚି ନାରାୟଣ ପୁହାଣଙ୍କ ପରଲୋକ ହୋଇଛି । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କଟକ ସାଲେପୁର ନିକଟ ଗୁଆଳି ଗାଁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ପୁହାଣ ରେଭେନସା କଲେଜରୁ ପାଠପଢା ଶେଷ…

ପୂର୍ବତନ ମୁଖ୍ୟ ଶାସନ ସଚିବ ବି. ଭେଙ୍କଟରମଣଙ୍କ ଦେହାନ୍ତ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟ ଶାସନ ସଚିବ ବି ଭେଙ୍କଟରମଣଙ୍କ ପରଲୋକ । ନୂଆଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ୧୯୫୦ ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀ ଭେଙ୍କଟରମଣ ୧୯୮୦ ମସିହା ଫେବ୍ରୁଆରୀ ୨୯ ରୁ ମାର୍ଚ୍ଚ ୨୯…

ପରଲୋକରେ ସ୍ୱାମୀ ଅଗ୍ନିବେଶ

ନୂଆଦିଲ୍ଲୀ: ଆର୍ଯ୍ୟ ସମାଜ ନେତା ସ୍ୱାମୀ ଅଗ୍ନିବେଶଙ୍କର ଆଜି ଦେହାନ୍ତ ହୋଇଯାଇଛି । ନୂଆଦିଲ୍ଲୀର ଲିଭର ଆଣ୍ଡ ବିଲିଆରୀ ସାଇନ୍ସେସ୍ ଇନଷ୍ଟିଚୁଚରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଗତ କିଛି ଦିନ ହେଲା ଯକୃତ ସିରୋସିସ୍ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୦…