Latest Odisha News
Browsing Tag

passes away

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ: ଜଣାଶୁଣା ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ଆଜି ପରଲୋକ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  ଆଜି ହଠାତ୍ ସେ ଘରେ ଖାଉଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ…

ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ଆଇନଜୀବୀ ପ୍ରତାପ ଦାସଙ୍କର ରବିବାର ଦିନ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ ସେ ଭୁବନେଶ୍ୱର ବାର ଆସୋସିଏସନର ପୂର୍ବତନ ସଚିବ ତଥା ପୂର୍ବତନ ଉପସଭାପତି ଏବଂ ଭୁବନେଶ୍ୱର…

ଅଭିନେତା ଫରାଜ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ଆରପାରିରେ ବଲିଉଡ ଅଭିନେତା ଫରାଜ ଖାନ୍ । ବୁଧବାର ତାଙ୍କ ଦେହାନ୍ତ ହୋଇଛି । ବେଙ୍ଗଳୁରୁ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏନେଇ ଅଭିନେତ୍ରୀ ପୂଜା ଭଟ୍ଟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ‘ଫରେବ’ ଓ ‘ମେହେନ୍ଦୀ’ ଭଳି…

ପରଲୋକରେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ବିରଞ୍ଚି ନାରାୟଣ ପୁହାଣ

ଭୁବନେଶ୍ୱର: ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ତଥା ଶିକ୍ଷାବିତ୍ ଡକ୍ଟର ବିରଞ୍ଚି ନାରାୟଣ ପୁହାଣଙ୍କ ପରଲୋକ ହୋଇଛି । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କଟକ ସାଲେପୁର ନିକଟ ଗୁଆଳି ଗାଁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ପୁହାଣ ରେଭେନସା କଲେଜରୁ ପାଠପଢା ଶେଷ…

ପୂର୍ବତନ ମୁଖ୍ୟ ଶାସନ ସଚିବ ବି. ଭେଙ୍କଟରମଣଙ୍କ ଦେହାନ୍ତ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟ ଶାସନ ସଚିବ ବି ଭେଙ୍କଟରମଣଙ୍କ ପରଲୋକ । ନୂଆଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ୧୯୫୦ ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀ ଭେଙ୍କଟରମଣ ୧୯୮୦ ମସିହା ଫେବ୍ରୁଆରୀ ୨୯ ରୁ ମାର୍ଚ୍ଚ ୨୯…

ପରଲୋକରେ ସ୍ୱାମୀ ଅଗ୍ନିବେଶ

ନୂଆଦିଲ୍ଲୀ: ଆର୍ଯ୍ୟ ସମାଜ ନେତା ସ୍ୱାମୀ ଅଗ୍ନିବେଶଙ୍କର ଆଜି ଦେହାନ୍ତ ହୋଇଯାଇଛି । ନୂଆଦିଲ୍ଲୀର ଲିଭର ଆଣ୍ଡ ବିଲିଆରୀ ସାଇନ୍ସେସ୍ ଇନଷ୍ଟିଚୁଚରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଗତ କିଛି ଦିନ ହେଲା ଯକୃତ ସିରୋସିସ୍ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୦…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ…

ବିଶିଷ୍ଟ ସାହିତ୍ୟିକ ଯୁଗଳ କିଶୋର ଦତ୍ତଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଅନୁବାଦକ ଯୁଗଳ କିଶୋର ଦତ୍ତଙ୍କର ଶନିବାର ସକାଳେ ଭୁବନେଶ୍ୱରସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିବା ବେଳେ ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ସୁତ୍ରରୁ ପ୍ରକାଶ । ସେ…

ଆତ୍ମାହୁତି କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର: ଗତ ୬ ଦିନ ତଳେ ଆତ୍ମାହୁତି ଉଦ୍ୟମ କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କର ଚିକିତ୍ସାଧିନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଦିନ ଦେହାନ୍ତ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ, ମିନାକ୍ଷୀଙ୍କୁ ୩ଦିନ ଧରି ଭେଣ୍ଟିଲେଟରରେ ରଖାଯାଇଥିଲା । ଏପରିକି ଗତ ବୁଧବାର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ କବି ରବି ସିଂଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପ୍ରଖ୍ୟାତ୍ କବି ରବି ସିଂଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯିବ ବୋଲି ରବିବାର ଦିନ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ…