ଆତ୍ମାହୁତି କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ଦେହାନ୍ତ
ଭୁବନେଶ୍ୱର: ଗତ ୬ ଦିନ ତଳେ ଆତ୍ମାହୁତି ଉଦ୍ୟମ କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କର ଚିକିତ୍ସାଧିନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଦିନ ଦେହାନ୍ତ ଘଟିଛି ।
ପ୍ରାପ୍ତ ସୂଚନାନୁଯାୟୀ, ମିନାକ୍ଷୀଙ୍କୁ ୩ଦିନ ଧରି ଭେଣ୍ଟିଲେଟରରେ ରଖାଯାଇଥିଲା । ଏପରିକି ଗତ ବୁଧବାର…