Latest Odisha News

BREAKING NEWS

Browsing Tag

passes away

ପ୍ରଖ୍ୟାତ୍ ଓଡିଆ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପ୍ରସିଦ୍ଧ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ଗାୟକ ତଥା ମହାନ ଓଡିଆ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ କନ୍ୟା ସୁନନ୍ଦାଙ୍କ ରବିବାର ଭୋର ପ୍ରାୟ ୪ଟା ୩୦ମି. ସମୟରେ ଦେହାନ୍ତ ହୋଇଛି । ଚିକିତ୍ସାଧିନ ଅବସ୍ଥାରେ କୋଲକାତାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା ।…

ପୂର୍ବତନ ଭାରତୀୟ ଅଲରାଉଣ୍ଡର ବାପୁ ନାଦକର୍ଣ୍ଣିଙ୍କ ଦେହାନ୍ତରେ ବିଶିଷ୍ଟ କ୍ରୀଡାବିତଙ୍କ ଶୋକପ୍ରକାଶ

ମୁମ୍ବାଇ: ପୂର୍ବତନ ଭାରତୀୟ ଅଲରାଉଣ୍ଡର ବାପୁ ନାଦକର୍ଣ୍ଣିଙ୍କର ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବହୁ ଜଣାଶୁଣା କ୍ରୀଡାବିତ୍ ମାନେ ଶୋକ ପ୍ରକାଶ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ସେ ବାର୍ଦ୍ଧକ୍ୟ ଜନିତ ସମସ୍ୟା…

ବିଶିଷ୍ଟ ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ପ୍ରସିଦ୍ଧ ଓଡିଶୀ ନୃତ୍ୟାଙ୍ଗନା ଡ. ମିନତି ମିଶ୍ରଙ୍କ ସ୍ୱିଜରଲାଣ୍ଡସ୍ଥିତ ଜୁରିଚରେ ସୋମବାର ଦିନ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ଏନେଇ ତାଙ୍କ ପରିବାର ସୁତ୍ରରୁ ପ୍ରକାଶ । ୧୯୨୯ ମସିହାରେ କଟକରେ ଜନ୍ମିତ ଶ୍ରୀମତି ମିଶ୍ର ଖୁବ୍ କମ୍…

ରାଜ୍ୟସଭାର ପୂର୍ବତନ ସଦସ୍ୟ ଏଭି ସ୍ୱାମୀଙ୍କ ବିୟୋଗ

ନୂଆପଡା: ରାଜ୍ୟସଭାର ପୂର୍ବତନ ସଦସ୍ୟ ଏ ବିଶ୍ୱନାଥ ସ୍ୱାମୀଙ୍କର ମଙ୍ଗଳବାର ଦିନ ନୂଆପଡା ଜିଲ୍ଲାର ଖରିଆର ରୋଡ୍ ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗ ନେଇ ପୁଅ ସୁରେଶ ଆଚାରୀ ସ୍ପଷ୍ଟ କରିଛନ୍ତି । ଉଲ୍ଲେଖଯୋଗ୍ୟ,…

ଆରପାରିରେ ନବୀନଙ୍କ ଭିଣୋଇ ସୋନି ମେହେଟ୍ଟା

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଭିଣୋଇ ତଥା ଗୀତା ମେହେଟ୍ଟାଙ୍କର ସ୍ୱାମୀ ସୋନିଙ୍କର ଗତକାଲି ଦେହାନ୍ତ ଘଟିଛି । ସେ ଜଣେ ଅନ୍ତର୍ଜାତୀୟ ପ୍ରକାଶକ ଓ ସମ୍ପାଦକ ଭାବେ ମଧ୍ୟ ବେଶ ପରିଚିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ଏନେଇ…

ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କର ଭୁବନେଶ୍ୱରସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକସନ୍ତପ୍ତ…

ଆରପାରିରେ ବିଶିଷ୍ଟ ପରିବେଶବିତ୍ ନଦିଆଚାନ୍ଦ କାନୁନଗୋ

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍,ବନ୍ୟପ୍ରାଣୀ ବିଶେଷଜ୍ଞ, ସ୍ତମ୍ଭକାର ତଥା ଲେଖକ ନଦିଆଚାନ୍ଦ କାନୁନଗୋଙ୍କର ଗୁରୁବାର ସକାଳେ ନୀଳାଦ୍ରି ବିହାରସ୍ଥିତ ବାସଭବନରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ପକ୍ଷରୁ ମିଳିଥିବା…

ସର୍ବୋଦୟ ନେତ୍ରୀ ସୁମିତ୍ରା ଚୌଧୁରୀଙ୍କ ଦେହାନ୍ତ

ଭୁବନେଶ୍ୱର : ବିଶିଷ୍ଟ ଗାନ୍ଧୀବାଦୀ ତଥା ସର୍ବୋଦୟ ନେତ୍ରୀ ସୁମିତ୍ରା ଚୌଧୁରୀଙ୍କର ରବିବାର ଦିନ କଟକସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ବେଳେ ତାଙ୍କର ଶେଷକୃତ୍ୟ ଖାନନଗରସ୍ଥିତ ଶ୍ମଶାନରେ କରାଯିବ । ଜଣେ ବିଶିଷ୍ଟ ସମାଜସେବୀ ତଥା…

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିବା ନେଇ ସୂଚନା ମିଳିଛି । ସେ  ଦୀର୍ଘଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ବେଳେ ଗତକାଲି ସନ୍ଧ୍ୟାରେ ତାଙ୍କ…

ଆରପାରିରେ ବରିଷ୍ଠ ଆଇନଜୀବୀ ରାମ ଜେଠମଲାନୀ

ନୂଆଦିଲ୍ଲୀ: ସୁପି୍ରମକୋର୍ଟର ବରିଷ୍ଠ ଆଇନଜୀବୀ ତଥା ପୂର୍ବତନ କେନ୍ଦ୍ର ଆଇନମନ୍ତ୍ରୀ ରାମ ଜେଠମଲାନୀଙ୍କ ଦିଲ୍ଲୀସ୍ଥିତ ବାସଭବନରେ ରବିବାର ଦିନ ଦେହାନ୍ତ ହୋଇଛି । ମୃତୁ୍ୟବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଉଲ୍ଲେଖଯୋଗ୍ୟ, ସେ ବିଜେପିର ସାଂସଦ ଭାବେ ରହିଥିବା ବେଳେ ସେ…