ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ଜଣେ ମୃତ
କୋରାପୁଟ: କେତେ ମାରାତ୍ମକ ପୂର୍ବ ଶତ୍ରୁତା ? କ୍ରୋଧ ଓ ପ୍ରତିଶୋଧ କଣ ସମସ୍ତ ସମସ୍ୟାର ସମାଧାନ । ବୋଧ ହୁଏ ଏହି ଦୁଇଟି ଉକ୍ତିର ଅର୍ଥ କୋରାପୁଟ ଜିଲ୍ଲାର ଘଟୁଆଳ ଗୁଡାର ଲୋକେ ବୁଝିପାରିନଥିଲେ ।
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘଟୁଆଳଗୁଡାରେ ବାପା ଓ ପୁଅଙ୍କୁ ମରଣାନ୍ତକ ଆକ୍ରମଣ ।…