ମୃତକ ପରିବାରକୁ ୧୦ ଲକ୍ଷ ଟଙ୍କା ତୁରନ୍ତ ସହୟତା ଦାବି କଲେ ପିସିସି ସଭାପତି
ଭୁବନେଶ୍ୱର: ଯାଜପୁର କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଟ୍ରାଜେଡିରେ ୩ଜଣଙ୍କ ମୃତ୍ୟୁ ହୋଇଛି । ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ତୁରନ୍ତ ସହାୟତା ରାଶି ପ୍ରଦାନ କରିବାକୁ ସରକାରଙ୍କ ନିକଟରେ ଦାବି ରଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ । ସେ ମୃତକଙ୍କ ଅମର ଆତ୍ମାର…