Latest Odisha News
Browsing Tag

Pcc president

ମୃତକ ପରିବାରକୁ ୧୦ ଲକ୍ଷ ଟଙ୍କା ତୁରନ୍ତ ସହୟତା ଦାବି କଲେ ପିସିସି ସଭାପତି

ଭୁବନେଶ୍ୱର: ଯାଜପୁର କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଟ୍ରାଜେଡିରେ ୩ଜଣଙ୍କ ମୃତ୍ୟୁ ହୋଇଛି । ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା  ତୁରନ୍ତ ସହାୟତା ରାଶି  ପ୍ରଦାନ କରିବାକୁ ସରକାରଙ୍କ ନିକଟରେ ଦାବି ରଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ । ସେ ମୃତକଙ୍କ  ଅମର ଆତ୍ମାର…

ନୂଆ ପିସିସି ସଭାପତି କର୍ମୀଙ୍କ କାନରେ ଫୁଙ୍କିଲେ ଶାସନକୁ ଫେରିବାର ମନ୍ତ୍ର

ଭୁବନେଶ୍ବର: ନୂଆ ପିସିସି ସଭାପତିଙ୍କୁ ଜୋରଦାର ସ୍ୱାଗତ କରାଯାଇଛି । କଂଗ୍ରେସର ବରିଷ୍ଠ ନେତା ଏବଂ କାର୍ଯ୍ୟକର୍ତ୍ତାମାନେ ଶ୍ରୀ ପଟ୍ଟନାୟକଙ୍କୁ ବିମାନବନ୍ଦରରୁ ସ୍ବାଗତ କରି କଂଗ୍ରେସ ଭବନ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇଥିଲେ ।  ନବନିଯୁକ୍ତ ପିସିସି ସଭାପତି ଶରତ ପଟ୍ଟନାୟକ ଆଜି କଂଗ୍ରେସ…

ପିସିସି ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି; ସୁରଙ୍କୁ ସ୍ପଷ୍ଟୀକରଣ ମାଗିଲେ ନିରଞ୍ଜନ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି । ବିଗତ ଦିନରେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ ଏହି ମତ ଦେଇଥିଲେ । ସୁରଙ୍କ ଏଭଳି ମନ୍ତବ୍ୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କ୍ଷୁବ୍ଧ ହୋଇ ତାଙ୍କୁ ଏହାର ସ୍ପଷ୍ଟୀକରଣ ମାଗିଛନ୍ତି ।…

ପିସିସି ସଭାପତିଙ୍କ ଗାଡି ଉପରକୁ ଆକ୍ରମଣ

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଉପରେ ଆକ୍ରମଣ । ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ବେଳେ କାଶୀପୁର ନିକଟରେ ନିରଞ୍ଜନ ପଟ୍ଟନାୟକ ଆସୁଥିବା କାରରେକୁ କିଛି ଅସାମାଜିକ ଯୁବକ ଅଟକାଇବା ସହ ଗାଡି ଉପରେ ଚଢି ଉତ୍ପାତ କରିଥିଲେ । ଏପରିକି ତାଙ୍କ ପିଏସଓ ଓ ଡ୍ରାଇଭରଙ୍କୁ ମଧ୍ୟ…

ବଦଳିବେ କି ରାଜ୍ୟ କଂଗ୍ରେସ ସଭାପତି? ମେଳି ବାନ୍ଧିଲେ ବିଧାୟକ

ଭୁବନେଶ୍ୱର: ସିଡବ୍ଲୁସି ବୈଠକ ପୂର୍ବରୁ ରାଜ୍ୟ କଂଗ୍ରେସ ବାନ୍ଧିଛି ମେଳି । ରାଜ୍ୟ କଂଗ୍ରେସ ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି । ଆଜି ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ କଂଗ୍ରେସ ନେତାଙ୍କ ଏକ ବୈଠକ ବସିଥିଲା । ଏଥିରେ…

ବରିଷ୍ଠ କଂଗ୍ରେସ ନେତା ଅଶୋକ ବରିହାଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର: ସମ୍ବଲପୁରର ବରିଷ୍ଠ କଂଗ୍ରେସ ନେତା ଅଶୋକ ବରିହାଙ୍କ ବିୟୋଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। । ସ୍ୱର୍ଗତ ବରିହାଙ୍କ ତିନି ପିଢ଼ି କଂଗ୍ରେସ ଦଳ ସହିତ ଜଡିତ ରହି କଂଗ୍ରେସ ଦଳକୁ ମଜବୁତ କରିବାରେ ସହାୟକ ହୋଇଥିଲେ । ସେ ଜଣେ ମିଷ୍ଟଭାସୀ,…

ମୁଁ ପିସିସି ସଭାପତି ଦୌଡରେ ନାହିଁ: ରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସରେ ମଙ୍ଗୁଆଳ ପରିବର୍ତ୍ତନ ନେଇ ଚର୍ଚ୍ଚା ଭିତରେ ଆସିଛି ବରିଷ୍ଠ ନେତା ରଂଜୀବ ବିଶ୍ୱାଳଙ୍କ ପ୍ରତିକ୍ରିୟା । ସେ କହିଛନ୍ତି, ସେ ପିସିସି ସଭାପତି ରେସରେ ନାହାଁନ୍ତି । ଏପରିକି ତାଙ୍କ ପାଖରେ ଯାହା ଖବର ଅଛି ପିସିସି ପରିବର୍ତ୍ତନ ନେଇ ଏଆଇସିସି କୌଣସି ନିଷ୍ପତ୍ତି…