Latest Odisha News

BREAKING NEWS

Browsing Tag

Pension

ପଞ୍ଚାୟତ ସ୍ତରରେ ଜାତୀୟ ପେନସନ ପ୍ରଦାନ କରାଯାଉ: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ପେନ୍‍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି । ବୃଦ୍ଧାବସ୍ଥା ଏବଂ ଭିନ୍ନକ୍ଷମ ପେନସନ ସମେତ ଜାତୀୟ ପେନସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନସନ ଗଣ୍ଡାକ ପାଇଁ ଗ୍ରାମାଞ୍ଚଳରେ ଅବସ୍ଥିତ ବ୍ୟାଙ୍କକୁ ବହୁ…

ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତ୍ତିର ପୁର୍ନବିଚାର ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତ୍ତି ଚିନ୍ତାଜନକ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ…

୧୨ ବର୍ଷର ନ୍ୟାୟିକ ଲଢ଼େଇ ଜିତିଲେ ବାୟୁସେନାର ୩୨ ମହିଳା ଅଫିସର

ନୂଆଦିଲ୍ଲୀ: ପାଞ୍ଚ ବର୍ଷର ସ୍ୱଳ୍ପକାଳୀନ ସେବା । ମିଳିବ ସମ୍ପୂର୍ଣ୍ଣ ଭତ୍ତା । ଯୁଗାନ୍ତକାରୀ ରାୟ ଦେଲେ ଦିଲ୍ଲୀ ହାଇକୋର୍ଟ । ଭାରତୀୟ ବାୟୁ ସେନାରେ ୫ ବର୍ଷ ଧରି କାର୍ଯ୍ୟ କରିଥିବା ୩୨ ଜଣ ମହିଳା ଅଧିକାରୀ ନ୍ୟାୟିକ ଲଢ଼େଇରେ ଜିତିଛନ୍ତି । ୨୦ ବର୍ଷ ଧରି ସେବା କରିଥିବା ଅଧିକାରୀଙ୍କୁ…

ମାସକ ଭିତରେ ଇପିଏଫ ଓ ପେନସନ ମଞ୍ଜୁରୀ

ଭୁବନେଶ୍ୱର: ପ୍ରଧାନ ମହାଲେଖାକାର ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ରାଜ୍ୟ ସ୍ତରୀୟ ପେନସନ ଓ ଭବିଷ୍ୟନିଧି ଅଦାଲତ ଆଜି ଆୟୋଜିତ ହୋଇଯାଇଛି । ବରିଷ୍ଠ ଉପ -ମହାଲେଖାକାର ରାଜ ଅଶୋକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ପ୍ରଧାନ…

ଜୁଲାଇରୁ ଅନଲାଇନ ପେନସନ ଆବେଦନ, ଅନ୍ୟଥା ଖାରଜ

ବାରିପଦା: ଅବସରପ୍ରାପ୍ତ କର୍ମଚାରୀ ଓ ପେନସନଧାରୀଙ୍କୁ ଜୁଲାଇ ମାସ ଠାରୁ ଅନଲାଇନ ଆବେଦନ କରିବାକୁ ହେବ । ଅନ୍ୟଥା ଦରଖାସ୍ତ ଆସିଲେ ଏହା ଖାରଜ ହେବ ନଚେତ୍ ଗ୍ରହଣ କରାଯିବନି । ଶୁକ୍ରବାର ମୟୁରଭଞ୍ଜ ପେନସନ ଅଦାଲତରେ ବରିଷ୍ଠ ଉପ-ମହାଲେଖାକାର ଶ୍ରୀରାଜ ଅଶୋକ କହିଛନ୍ତି । ପ୍ରୟାସ…

[ଭିଡିଓ] ବାର୍ଦ୍ଧକ୍ୟ ଭତ୍ତା ପାଇଁ ଭାରରେ ବୁହାହେଲେ ୭୬ ବର୍ଷୀୟା ବୃଦ୍ଧା

ରାୟଗଡା: ରାଜ୍ୟର ସମସ୍ତ ଜିଲ୍ଲା ତଥା ଗ୍ରାମାଂଚଳରେ ବିକାଶ ହୋଇଛି ବୋଲି ଡିଣ୍ଡିମ ପିଟୁଛନ୍ତି ରାଜ୍ୟ ସରକାର । ହେଲେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକରୁ ସାମ୍ନାକୁ ଆସିଛି ଭିନ୍ନ ଚିତ୍ର । ରାସ୍ତାଘାଟର ଅବ୍ୟବସ୍ଥା ଯୋଗୁଁ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଦୀର୍ଘ ୨ କି.ମି ଭାରରେ ବୁହା ହେଲେ ୭୬…

ମାଆକୁ ମହଙ୍ଗା ପଡିଲା ପୁଅ ପ୍ରତି ଅନାବିଳ ପ୍ରେମ, ଅବହେଳାରେ ଚାଲିଗଲା ନୀରିହ ଜୀବନ

ଉମରକୋଟ: ସାମାନ୍ୟ ପେନ୍‌ସନ ଟଙ୍କା ପାଇଁ ବଳିପଡିଲେ ବିଧବା ବୃଦ୍ଧା । ବଡ ପୁଅର ମୃତ୍ୟୁ ପରେ ବୋହୁର ନିର୍ଯାତନା ଓ ଅବହେଳାରେ ପ୍ରାଣ ହରାଇଛନ୍ତି ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କୁସୁମ ନାୟକ । ଉମରକୋଟ ଶିବାଜୀ ନଗରରେ ଉଦ୍ଧାର ହୋଇଛି କୁସୁମ ନାୟକ ନାମକ ଜଣେ ବିଧବା ବୃଦ୍ଧାଙ୍କ ଗଳିତ…

ଛାଡପତ୍ର ମାମଲା ଚାଲୁଥିବା ବେଳେ ମହିଳାଙ୍କୁ ମିଳିବ ପେନସନ୍: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଛାଡପତ୍ର ମାମଲା ଚାଲୁଥିବା ବେଳେ ସମ୍ପୃକ୍ତ ମହିଳାଙ୍କୁ ପେନସନ୍ ପ୍ରଦାନ କରାଯିବା ନେଇ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ବାର୍ଷିକ ୪୦ ହଜାରରୁ…

ଜାଣନ୍ତୁ, ଏହି ବିରଳ ବ୍ୟକ୍ତିତ୍ୱଙ୍କୁ: ଯିଏ ପେନସନ ପଇସାରେ ବାନ୍ଧିଲେ ସେତୁ…

ଆନନ୍ଦପୁର : ବର୍ତ୍ତମାନର ବ୍ୟସ୍ତ ବହୁଳ ସମୟରେ ମଣିଷ କେବଳ ନିଜ ବିଷୟରେ ଚିନ୍ତା କରୁଥିବାବେଳେ ସମାଜରେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯିଏ ନିସ୍ୱାର୍ଥପର ଭାବରେ ସମାଜସେବା କରିବାରେ ଲାଗିପଡିଥାନ୍ତି । ଏପରି ଜଣେ ଅନନ୍ୟ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି ଗଙ୍ଗାଧର ରାଉତ । ଯିଏ ନିଜ…