ସିଝା ବାଦାମ ଖାଇବା ଦ୍ୱାରା ଏହି ସବୁ ରୋଗ ଦୂର ହୋଇଥାଏ….
ବାଦାମ ଖାଇବାକୁ ସମସ୍ତେ ପସନ୍ଦ କରିଥାଆନ୍ତି । କିଛି ଲୋକ ଭାଜି ଖାଆନ୍ତି ତ କେହିକେହି ତେଲରେ ଛାଣି ଖାଇବାକୁ ଭଲପାଆନ୍ତି। ଖାଦ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ବାଦାମକୁ ସିଝାଇ ଖାଇବା ସ୍ୱାସ୍ଥ୍ୟପାଇଁ ଲାଭଦାୟକ ।
-ବାଦାମକୁ ସିଝାଇ ଖାଇବା ଦ୍ବାରା ଶରୀରରେ ରକ୍ତର ଅଭାବ ହୋଇନଥାଏ।…