ଭିଜିଲାନ୍ସ ଜାଲରେ ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ସୁବର୍ଣ୍ଣପୁର : ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପିଇଓ ଦୁର୍ଯ୍ୟୋଧନ ମେହେରଙ୍କ ଘରେ ଆଜି ରେଡ୍ କରିଛି ଭିଜିଲାନ୍ସ ।
ସୋନପୁର ସହର ମାଣିକେଶ୍ୱରୀ ପଡ଼ାରେ…