Latest Odisha News

BREAKING NEWS

Browsing Tag

people

ଲୋକମାନେ ଟଙ୍କା ଦେଇ ମାଟିରେ କାହିଁକି ପୋତା ହେଉଛନ୍ତି ? କଣ ରହିଛି ରହସ୍ୟ ?

ନୂଆଦିଲ୍ଲୀ : ଅନେକ ସମୟରେ ଆମେ ମାନସିକ ସ୍ତରରେ ଶାନ୍ତି ପାଇବା ପାଇଁ ବିଭିନ୍ନ ପ୍ରକାରର ଯୋଗ କରିଥାଉ। କିନ୍ତୁ ଆପଣ କଣ କେବେ ଜାଣିଛନ୍ତି ଚିନ୍ତାରୁ ମୁ୍କ୍ତି ପାଇଁ ଲୋକେ ଟଙ୍କା ଖର୍ଚ୍ଚ କରି ମାଟି ତଳେ ପୋତି ହେଉଛନ୍ତି । ମଣିଷ ଜୀବନ୍ତ ଅବସ୍ଥାରେ ମାଟି ଭିତରେ ପୋତା ହେବା ଦ୍ବାରା…

ଦୀପାବଳି ଦିନ ରାତି ୮ଟାରୁ ୧୦ଟା ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର: ରାଜଧାନୀରେ ମେଲିଛି ବାଣ ପସରା । ଦୋକାନରେ ରହିଛି ଭଳିକି ଭଳି ଭେରାଇଟିର ବାଣ । କୁମ୍ପି ହେଉ କି ଚକ୍ରି ଝରଝରି ସବୁ ପ୍ରକାର ବାଣ ବିକ୍ରି ହେଉଛି । ଓଡ଼ିଶାକୁ ବାତ୍ୟା ବିପଦ ଟଳିଥିବା ବେଳେ ଦୀର୍ଘ ୨ ବର୍ଷ ପରେ କରୋନା କଟକଣା ନଥିବାରୁ ବାଣ ଫୁଟାଇ ଖୁସି ମନାଇବାକୁ ସମସ୍ତେ…

[ଦେଖନ୍ତୁ ଭିଡିଓ] ମନରେଗା କାହା ପାଇଁ ? କାମ ନକରି ଆକାଉଣ୍ଟକୁ ଯାଉଛି ଟଙ୍କା !

ପାଟଣାଗଡ଼: ମନରେଗା ଲକ୍ଷ୍ୟ ଗାଁରେ ଘର ପାଖରେ ଲୋକଙ୍କୁ କାମ । କିନ୍ତୁ ସରକାରଙ୍କ ଏହି ମହତ୍ୱକାଂକ୍ଷୀ ଯୋଜନା ପାଟଣାଗଡ଼ରେ ବାଟବଣା । ମନରେଗାରେ କାମ ପାଇଁ ଟଙ୍କା ଆସୁଛି ସତ କିନ୍ତୁ ଜବକାର୍ଡଧାରୀଙ୍କୁ କାମ ମିଳୁନି । ଜିଆରଏସ୍ ଓ ଗ୍ରାମସାଥୀ, ବ୍ଲକ କର୍ମଚାରୀଙ୍କ ସହ ସଲାସୁତୁରାରେ କାମ…

[ଦେଖନ୍ତୁ ଭିଡିଓ] ରାସ୍ତା କଡ଼ରେ ମଦ ବାରକୁ ଅନୁମତି ପରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ସ୍ଥାନୀୟ ବାସିନ୍ଦା

ଯାଜପୁର: ନିୟମ ନିୟମ ବାଟରେ ଆଉ ମଦ ଦୋକାନ… ଦୋକାନ ବାଟରେ । ମନ୍ଦିର କିମ୍ବା ଶିକ୍ଷାନୁଷ୍ଠାନ ନିକଟରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବା କଥା ନୁହେଁ । ହେଲେ ଏଠି ସବୁ ନିୟମକୁ ଦଳି ଚକଟି ଦେଇଛି ଅବକାରୀ ବିଭାଗ । ଯାଜପୁର ଜିଲ୍ଲା ସିଂହପୁର ରାସ୍ତାର ଆକୁଲିଆ ନିକଟରେ ଖୋଲା ଯାଇଛି ମଦ…

ବାଟ କାଟି ପଳାଉଥିଲେ ବିଧାୟିକା, ୭ କି.ମି ପର୍ଯ୍ୟନ୍ତ ଚଲାଇ ଚଲାଇ ନେଲେ ଉତ୍ତ୍ୟକ୍ତ ଲୋକେ

କରଞ୍ଜିଆ : ଲୋକଙ୍କ ଭିଡ଼ ଦେଖି ବାଟ କାଟି ଚାଲି ଯାଉଥିବା ବିଧାୟିକାଙ୍କୁ ଅଟକାଇ ଚଲାଇ ଚଲାଇ ନେଇଛନ୍ତି ଉତ୍ୟକ୍ତ ଲୋକେ । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଅଞ୍ଚଳରେ । କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ 7 କିମି ପର୍ଯ୍ୟନ୍ତ ଚଲାଇ ଚଲାଇ କ୍ଷତିଗ୍ରସ୍ତ ଅଞ୍ଚଳ ଓ…

କରୋନା ଲକ୍‌-ଡାଉନ୍‌; ଲୋକଙ୍କ ଭୋକ ମେଣ୍ଟାଇବାକୁ ଜମି ବିକିଲେ ୨ ଭାଇ !

କର୍ଣ୍ଣାଟକ: କରୋନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲକ୍‌-ଡାଉନ୍ ଘୋଷଣା କରିଥିଲେ । ଏପରି ସ୍ଥିତିରେ କୋଲାରର ଦୁଇ ଭାଇ ତାଜାମୁଲ୍ ଓ ମୁଜାମିଲ୍ ପାସା ଆର୍ଥିକ ସମସ୍ୟା ପାଇଁ ଜମି ବିକି ଅଭାବି ଓ ଅସହାୟ ଲୋକଙ୍କ ଭୋକିଲା ପେଟକୁ ଶାନ୍ତ କରିଥିଲେ । ଲକ୍‌-ଡାଉନ୍ ସମୟରେ କାମ ଓ…

ଲକ୍‌-ଡାଉନ୍‌ରେ ଲୋକଙ୍କୁ ସାବାଡ୍ କରିବା ପାଇଁ ମାସାଇ ଜନଜାତିର ସାହାରା ନେଲା କେନିଆ ସରକାର !

ଭୁବନେଶ୍ୱର: ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି କେନିଆର ଏହି ଭିଡିଓ । ଯେଉଁଥିରେ ମାସାଇ ଜନଜାତିର ଜଣେ ସଦସ୍ୟ ଲୋକଙ୍କୁ ଚାବୁକ୍‌ରେ ମାଡ ମାରି ଘଉଡାଇବାରେ ଦେଖିବାକୁ ମିଳିଛି । How #Kenya tackles #SocialDistancing Maasai tribe was called to help within 24 hrs, not…

ସୋସିଆଲ ମିଡିଆରେ ରହସ୍ୟମୟ ଜୀବ; ଏଲିଅନ ସହ ତୁଳନା କଲେ ଲୋକେ !

ଭୁବନେଶ୍ୱର: ରହସ୍ୟମୟ ଜୀବକୁ ନେଇ ଏକ ଭିଡିଓ ଇଣ୍ଟରନେଟ୍ ରେ ଭାଇରାଲ୍ ହୋଇଛି । ଭିଡିଓରେ ଥିବା ଏକ କଳାରଙ୍ଗର ଜୀବକୁ ନେଇ ଅନେକ ଲୋକ ଭିନ୍ନଭିନ୍ନ ପ୍ରତିକ୍ରିୟା ରଖିଛନ୍ତି । କେହିକେହି ଏହାକୁ ଏଲିଅନ୍ ଜୀବ ସହ ମଧ୍ୟ ତୁଳନା କରିଛନ୍ତି । Anybody know what this is?…

କୋଭିଡ୍‌-୧୯: ଅପପ୍ରଚାର କରି ଚାକିରୀ ହରାଇଲେ ଇନ୍‌ଫୋସିସ୍ କର୍ମଚାରୀ !

ବେଙ୍ଗାଲୁରୁ: ଜଣେ କର୍ମଚାରୀଙ୍କୁ ବରଖାସ୍ତ କଲା ଇନ୍‌ଫୋସିସ୍ । ସୋସିଆଲ୍ ମିଡିଆରେ କରୋନାଭାଇରସ୍‌କୁ ନେଇ ଅପପ୍ରଚାର କରି କର୍ମଚାରୀ ଜଣକ ନିଜ ଚାକିରୀ ହରାଇଛନ୍ତି । ଶୁକ୍ରବାର ଦିନ ବେଙ୍ଗାଲୁରୁ ସ୍ଥିତ ଇନଫୋସିସ୍ ନିଜର ଜଣେ କର୍ମଚାରୀଙ୍କୁ ଚାକିରୀରୁ ବିଦା କରିଛି । ସୋସିଆଲ୍ ମିଡିଆରେ…