Latest Odisha News

BREAKING NEWS

Browsing Tag

Perseverance Rover

ମଙ୍ଗଳରେ ସଫଳ ଅବତରଣ କଲା ନାସାର ପରସିଭେରାନ୍ସ ରୋଭର, ପଠାଇଲା ପ୍ରଥମ ଫଟୋ

ନୂଆଦିଲ୍ଲୀ: ଇତିହାସ ରଚିଲା ଆମେରିକାର ପ୍ରତିରକ୍ଷା ଗବେଷଣା ସଂସ୍ଥା ନାସା । ମଙ୍ଗଳରେ ସଫଳତାର ସହ ଅବତରଣ କଲା ରୋଭର । ଗତକାଲି ବିଳମ୍ବିତ ରାତିରେ ନିଜର ମାର୍ସ ପରସିଭେରାନ୍ସ ରୋଭରକୁ ଜେଜେରୋ କ୍ରେଟରରେ ସଫଳତା ପୂର୍ବକ ଲ୍ୟାଣ୍ଡିଂ କରାଇଛି ନାସା । ଜେଜେରୋ କ୍ରେଟରର ଅବତରଣ ସ୍ଥାନ ଉପରେ…

ଖୋଳାଯିବ ମଙ୍ଗଳ ଗ୍ରହ, ପର୍ସେଭେରାନ୍ସ ରୋଭରକୁ ପଠାଇଲା ନାସା

ଫ୍ଲୋରିଡା (ଆମେରିକା): ନୂଆ ଇତିହାସ ରଚିବ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା । ମଙ୍ଗଳ ଗ୍ରହକୁ ପଠାଇଲା ପର୍ସେଭେରାନ୍ସ ରୋର୍ଭ‌ । ଫ୍ଲୋରିଡାର କେପ୍ କାନାଭେରାଲ୍ ଏୟାର ଫୋର୍ସ ଷ୍ଟେସନରୁ ଆଟଲାସ୍-୫ ରକେଟ୍ ଏହାକୁ ସାଙ୍ଗରେ ନେଇ ଯାଇଛି । ମଙ୍ଗଳରେ ପହଞ୍ଚିବାକୁ ଲାଗିବ ୭ ମାସ ।…