ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ ଦର
ନୂଆଦିଲ୍ଲୀ: ରବିବାର ଦିନ କ୍ରମାଗତ ଭାବେ ପଞ୍ଚମ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦର ମହଙ୍ଗା ହୋଇଛି। ଅନ୍ତର୍ଜାତୀୟ ତୈଳ ମୂଲ୍ୟରେ କ୍ରମାଗତ ବୃଦ୍ଧି ପରେ ତୈଳ ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି।
ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ…