Latest Odisha News
Browsing Tag

Petrol Pump Blast

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ମିଳୁନି ସୀମାଞ୍ଚଳଙ୍କ ପତ୍ତା, DNA ଟେଷ୍ଟ ପାଇଁ ପହଞ୍ଚିଲେ ପରିବାର ଲୋକେ

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ଛକ ନିକଟରେ ହୋଇଥିବା ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ୯ ଦିନ ପୁରିଗଲାଣି । ହେଲେ ଏଯାଏଁ ମିଳୁନି ନିଖୋଜ ସୀମାଞ୍ଚଳ ପରିଡାଙ୍କ ପତ୍ତା । ସେ ମୃତ ନା ଜୀବିତ ତାହା ଏଯାଏ ସ୍ପଷ୍ଟ ହୋଇ ନାହିଁ। ପରିବାର ଲୋକେ  ଇତି ମଧ୍ୟରେ  DNA ଟେଷ୍ଟ ପାଇଁ କ୍ୟାପିଟାଲ…

ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲା: ସିସିଟିଭି ଯାଂଚରୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: କେମିତି ହେଲା ରାଜଧାନୀ ରାଜଭବନ ନିକଟରେ ପେଟ୍ରୋଲ ପମ୍ପ ବିସ୍ଫୋରଣ । ବିସ୍ଫୋରଣ ସମୟରେ ଟାଙ୍କି ପାଖରେ କେତେ ଜଣ ଥିଲେ । ଡିସିପି ଓ ଅନ୍ୟ ବରିଷ୍ଠ ଅଧିକାରୀ କ୍ୟାପିଟାଲ ଥାନାରେ ଘଣ୍ଟା ଘଣ୍ଟା ଧରି ପେଟ୍ରୋଲ ପମ୍ପରୁ ଉଦ୍ଧାର ହୋଇଥିବା ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ…

ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ମୃତ

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ମେଡିକାଲରେ ଜଣେ ଆହତ ପ୍ରାଣ ହରାଇଛନ୍ତି । ଏହି ସୂଚନା ଦେଇଛନ୍ତି ଏସସିବି ଜରୁରିକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା । ମୃତକଙ୍କ ନାଁ ସତ୍ୟ ନାୟକ ଓ ଘର…

ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ବିପଦମୁକ୍ତ, ଖାଲି କରାଗଲା ଗ୍ୟାସ ଟାଙ୍କି

ଭୁବନେଶ୍ୱର: ରାଜଭବନ ଅଞ୍ଚଳ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ବିପଦ ଟଳିଛି । ବିଳମ୍ବିତ ରାତିରେ IOCL ଅଧିକାରୀ ଫାଟିଥିବା ଗ୍ୟାସ ଟାଙ୍କିକୁ ଖାଲି କରିଦେଇଛନ୍ତି । ସେଥିରୁ ବାହାର କରାଯାଇଛି ବାକିଥିବା ଗ୍ୟାସ । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ।…