ପେଟ୍ରୋଲ ପମ୍ପ୍ରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଂ ହଟାଇବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଚଳିତ ମାସ ୨୭ ତାରିଖରୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ରାଜନୈତିକ ଦଳଗୁଡ଼ିକର ପ୍ରଚାର ଅଭିଯାନ ଜୋରଦାର ଚାଲିଛି । ତେବେ ଏହା ପୂର୍ବରୁ ବିଜେପିକୁ ୪ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପ୍ରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଂ…