ଭାରତରେ କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଆଜି ମିଳିବ ମଞ୍ଜୁରୀ !
ନୂଆଦିଲ୍ଲୀ: ପ୍ରତିଦିନ କରୋନା ଟିକା କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢୁଛି ଭାରତ । ନୂଆବର୍ଷର ଆଗମନ ସହ ଦେଶବାସୀଙ୍କୁ ମିଳିପାରେ ଭ୍ୟାକସିନ୍ ଆସିବା ନେଇ ବଡ଼ ଖବର । ଆଜି କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେଇପାରନ୍ତି ସରକାର । କାଲି ଦେଶବ୍ୟାପି ଟିକା ଡ୍ରାଏ ରନ୍…