Latest Odisha News

BREAKING NEWS

Browsing Tag

Photo Viral

ବିଦେଶରେ ପ୍ରିୟଙ୍କା ପାଳିଲେ କରୱାଚୌଥ

ମୁମ୍ବାଇ: ଲାଲ ଶାଢ଼ୀ, ମଥାରେ ସିନ୍ଦୁର ଆଉ ହାତରେ ପୂଜା ଥାଳି । କିଛି ଏଭଳି ଲୁକ୍‌ରେ ନଜର ଆସିଛନ୍ତି ବଲିଉଡର ଦେଶୀଗାର୍ଲ ପ୍ରିୟଙ୍କା ଚୋପ୍ରା । ବିଦେଶରେ ରହି ସେ ନିଜ ସ୍ୱାମୀ ନିକ୍ ଜୋନସ୍‌ଙ୍କ ପାଇଁ କରୱଚୌଥ ପାଳିଛନ୍ତି । ତାଙ୍କର ଏହି କରୱାଚୌଥ ଲୁକ୍ ଏବେ ସୋସିଆଲ ମିଡିଆରେ ଭାଇରାଲ…

କାଜଲଙ୍କ ହାତରେ ଗୌତମଙ୍କ ନାଁର ମେହେନ୍ଦି, କାଲି ବିବାହ

ମୁମ୍ବାଇ: ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ହାତରେ ଲାଗିଲା ଗୌତମଙ୍କ ନାଁର ମେହେନ୍ଦି । କାଲି ବାଜିବ ସାହାନାଇ । ଆକ୍ଟାବର ୩୦ ତାରିଖରେ ବିଜନେସ୍ ଟାଇକୁନ୍ ଗୌତମ କିଚଲୁଙ୍କ ହାତ ଧରିବେ କାଜଲ । ଏଥିପାଇଁ କାଜଲଙ୍କ ଘରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ବିବାହର ଗୋଟିଏ ଦିନ ପୂର୍ବରୁ…

ବେବୋ @40, ସୋସିଆଲ ମିଡିଆରେ ଫଟୋ ଭାଇରାଲ

ମୁମ୍ବାଇ: ୪୦ ବର୍ଷରେ ବଲିଉଡର ବେବୋ । ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍ ଆଜି ୪୦ ବର୍ଷ ବୟସରେ ପାଦ ରଖିଛନ୍ତି । କରୋନା ଯୋଗୁଁ ସେ ଏଥିର ତାଙ୍କ ଜନ୍ମ ଦିନକୁ ନିଜ ପରିବାର ସହ ପାଳନ କରିଛନ୍ତି । ଯାହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ସୋସିଆଲ ମିଡିଆରେ ଫଟୋ ଭାଇରାଲ…

ସୋସିଆଲ୍ ମିଡିଆରେ ପୁଣି ଭାଇରାଲ ହେଲା ଆନନ୍ଦ ବଜାର ଭିତର ଫଟୋ

ପୁରୀ: ଶ୍ରୀ ଜଗନ୍ନାଥ ମନ୍ଦିରର ଆନନ୍ଦ ବଜାରର ଏକ ଫଟୋ ସୋମବାର ଦିନ ପୁଣିଥରେ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ପିଣ୍ଟୁ ମହାପାତ୍ର ନାମକ ଜଣେ ଯୁବକ ନିଜ ଫେସବୁକ ଆକାଉଣ୍ଟରେ ଏହି ଫଟୋ ପୋଷ୍ଟ କରିଛନ୍ତି। ଉକ୍ତ ଫଟୋରେ ଆନନ୍ଦ ବଜାରରେ ମହାପ୍ରସାଦ ସହ ସେଲଫି…

ସୋସିଆଲ ମିଡିଆରେ ଲିଙ୍ଗରାଜ ମନ୍ଦିରର ଫଟୋ ଭାଇରାଲ୍, ତଦନ୍ତ ଆରମ୍ଭ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ଭିତର ଦୃଶ୍ୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ଦିନ ପୋଲିସ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନାନୁଯାୟୀ ଲିଙ୍ଗରାଜ ମନ୍ଦିର ମଧ୍ୟକୁ ମୋବାଇଲ୍ ଓ କ୍ୟାମେରା ନେବା ନିଷେଧ ହୋଇଥିବା ବେଳେ ପ୍ରଦୀପ ପାତ୍ର ନାମକ ଜଣେ ବ୍ୟକ୍ତି ପ୍ରଭୁ…