Latest Odisha News

BREAKING NEWS

Browsing Tag

Pinaki Mishra

ଭୋଟ ପାଇଁ ଓଡ଼ିଆ ପ୍ରୀତି !

ଭୁବନେଶ୍ୱର: ଓଡ଼ିଆ ଓ ଓଡିଶାକୁ ନେଇ ଏବେ ରାଜ୍ୟ ଓ ଜାତୀୟ ରାଜନୀତି ତୀବ୍ର ହୋଇଛି। କୋଟିଆ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆନ୍ଧ୍ରକୁ ଗୋ ବ୍ୟାକ ନାରାକୁ ନେଇ ଜୋରଦାର ଚର୍ଚ୍ଚା ହୋଇଥିଲା।ଏହାଦ୍ୱାରା ବିଜେପି ଓ ଧର୍ମେନ୍ଦ୍ରଙ୍କ ଓଡିଶା ପ୍ରୀତିର କଥାକୁ ନେଇ…

ଓଡ଼ିଶା ପ୍ରତି ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନରେ ପିନାକୀ ମିଶ୍ର ଅସହିଷ୍ଣୁ କାହିଁକି ? : ସ୍ମୃତି ପଟ୍ଟନାୟକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ସାଂସଦ ପିନାକୀ ମିଶ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡ଼ିଶା ପ୍ରତି ଅବଦାନରେ ଅସହିଷ୍ଣୁ ହୋଇ ଯାଇଛନ୍ତି । ତେଣୁ ସେ ଲୋକସଭାରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇଛନ୍ତି ବୋଲି ବୁଧବାର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…

ପିନାକୀଙ୍କୁ ନେଇ ଅଡ଼ୁଆରେ ବିଜେଡି, ହାତରୁ ଖସିଯିବ କି ପୁରୀ ?

ଭୁବନେଶ୍ୱର: ୨୦୧୯ ନିର୍ବାଚନରେ ବିଜେଡି ହାତରୁ ଖସିଥିଲା ପୁରୀ ସହ ବ୍ରହ୍ମଗିରି ବିଧାନସଭା ଆସନ । ୨୦୨୪ ସାଧାରଣ ନିର୍ବାଚନକୁ ଆଉ ବର୍ଷେରୁ ଅଧିକ ସମୟ ଥିବାବେଳେ ବିଜେଡି ପୁରୀ ଲୋକସଭା ଆସନକୁ ନେଇ ବିବ୍ରତ ହୋଇ ପଡ଼ିଛି । ୨୦୧୯ ନିର୍ବାଚନରେ ବିଜେଡିର ପିନାକୀ ମିଶ୍ର, ବିଜେପିର ସମ୍ବିତ…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ନବନିର୍ବାଚିତ ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।…

ମୋଦିଙ୍କ ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ସାଂସଦ ପିନାକୀ ମିଶ୍ର । ଗତ ୧୬ ତାରିଖ ରାତିରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ୨୦ ଜଣ ଭାରତୀୟ ଯବାନ ସହିଦ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ ବର୍ଷର ଦରମା ଦାନ କଲେ ପିନାକୀ ମିଶ୍ର

ପୁରୀ : ବାତ୍ୟା‘ଫନୀ’ରେ କ୍ଷତିଗ୍ରସ୍ତ ଲୋକମାନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜର ଆଗାମୀ ୫ ବର୍ଷର ସାଂସଦ ଦରମା ଦାନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ବରିଷ୍ଠ ବିଜେଡି ନେତା ପିନାକୀ ମିଶ୍ର । ଯିଏକି ଚଳିତ ନିର୍ବାଚନରେ ପୁରୀ ଲୋକସଭା ଆସନରୁ ନିର୍ବାଚିତ…