ପିପିଲି ଉପନିର୍ବାଚନରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ
ପିପିଲି : ପିପିଲି ଉପନିର୍ବାଚନରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ । ୨୦ ହଜାର ୯୧୬ ଖଣ୍ଡ ଅଧିକ ଭୋଟରେ ଜିତିଛନ୍ତି ରୁଦ୍ର ମହାରଥୀ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ଏକ ବଡ଼ ବ୍ୟବଧାନରେ ହରାଇଛନ୍ତି ରୁଦ୍ର ମହାରଥୀ । ବିଜୟ ସହ ପିପିଲିରେ ସ୍ବର୍ଗତ ପ୍ରଦୀପ…