Latest Odisha News

BREAKING NEWS

Browsing Tag

Pipili MLA

ଛାତ୍ର ଜୀବନରୁ ରାଜନୀତି, ସାତ ଥର ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ । ୧୯୫୫ ମସିହା ଜୁଲାଇ ୪ ତାରିଖରେ ପୁରୀ ଜିଲ୍ଲା ପିପିଲିର ଖୋରାପଡ଼ାରେ ଜନ୍ମଗ୍ରହଣ କରିଥିଲେ । ବାପା ସ୍ୱର୍ଗତଃ ଗୋକୁଳାନନ୍ଦ ମହାନ୍ତିଙ୍କ ସୁପୁତ୍ର ପ୍ରଦୀପ ମହାରଥୀ ପୁରୀ ଏସସିଏସ୍ କଲେଜରେ ଛାତ୍ର  ଜୀବନରୁ ରାଜନୀତିରେ…

ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ୬୬ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ।…

ଭେଣ୍ଟିଲେଟରରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଏବେ ସେ ଭେଣ୍ଟିଲେଟରରେ ଅଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚାଲିଛି ଚିକିତ୍ସା । ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଡାକ୍ତରୀ ଟିମ୍…

ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍‌

ଭୁବନେଶ୍ୱର: ପିପିଲି ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଏ ନେଇ ସେ ସୋସିଆଲ ମିଡିଆରେ ନିଜେ ଟ୍ୱିଟ କରିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ନିଜର ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି । ଏବେ ଜଣଙ୍କ ପରେ ଜଣେ ବିଧାୟକ କରୋନା…