Latest Odisha News

BREAKING NEWS

Browsing Tag

piyush goyal

ଲେନ୍ସକାର୍ଟ ପ୍ରତିଷ୍ଠା କରିବ ବିଶ୍ୱର ସର୍ବବୃହତ କାରଖାନା, ୧୫୦୦କୋଟି ନିବେଶ କରିବ କମ୍ପାନୀ

ନୂଆଦିଲ୍ଲୀ: ଚଷମା ଉତ୍ପାଦନ କରୁଥିବା କମ୍ପାନୀ ଲେନ୍ସକାର୍ଟ ବିଶ୍ୱର ସର୍ବବୃହତ ଚଷମା ତିଆରି କାରଖାନା ପ୍ରତିଷ୍ଠା କରିବାକୁ ଯାଉଛି | ଏଥିପାଇଁ କମ୍ପାନୀ ୧୫୦୦ କୋଟି ଟଙ୍କା ନିବେଶ କରିବ। କମ୍ପାନୀ ଏହି କାରଖାନାରେ ଆଖିରେ ପିନ୍ଧିବା ଜିନିଷ, ଲେନ୍ସ ଇତ୍ୟାଦି ତିଆରି କରିବ | କମ୍ପାନୀ କହିଛି…

PDSରେ ପ୍ଲାଷ୍ଟିକ ଚାଉଳ ! କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି…

କରୋନା ଟିକା ନେଲେ ରେଳ ମନ୍ତ୍ରୀ ପୀୟୁଷ ଗୋୟଲ

ନୂଆଦିଲ୍ଲୀ: ଦିଲ୍ଲୀ (AIIMS) ରେ ଗୁରୁବାର ରେଳ ମନ୍ତ୍ରୀ ପୀୟୁଷ ଗୋୟଲ କରୋନା ଟିକାର ପ୍ରଥମ ଡୋଜ୍‌ ଗ୍ରହଣ କରିଛନ୍ତି। ୪୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ କରୋନା ଟିକାକରଣର ତୃତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଙ୍ଗଳବାର ଘୋଷଣା…

ଅରୁଆ-ଉଷୁନା ବିବାଦ ନେଇ ପିୟୁଷ ଗୋୟଲଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ଅରୁଆ ଓ ଉଷୁନା ଚାଉଳ କିଣାକୁ ନେଇ ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଥିବା ବେଳେ ଏହି ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଭେଟିଛି ବିଜେଡି ସାଂସଦଙ୍କ ଏକ ପ୍ରତିନିଧି ଦଳ । ଏହି ସମୟରେ ବାକି ଥିବା ସବ୍‌୍‌ସିଡି ଉପରେ ମଧ୍ୟ ଆଲୋଚନା ହୋଇଥିଲା ।…

ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚାଲୁ କରିବାକୁ ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ଓଡ଼ିଶାରୁ ଶ୍ରମିକ ସ୍ପେଶାଲ୍ ଟ୍ରେନ୍ ପୁଣି ଥରେ ଚଳାଚଳ କରିବା ପାଇଁ ରେଳ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାରୁ ଗୁଜରାଟ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଭଳି ରାଜ୍ୟକୁ ପୁନର୍ବାର ଶ୍ରମିକ ସ୍ପେଶାଲ୍ ଟ୍ରେନ୍…

ଡିସେମ୍ବର ୧୫ରୁ ଆରମ୍ଭ ହେବ ରେଲୱେ ପରୀକ୍ଷା

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଦୁର୍ବଳ ହୋଇପଡ଼ିଛି। ଦେଶରେ ବେରୋଜଗାର ଯୁବକ-ଯୁବତୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ତେବେ ଚାକିରୀ ଆବେଦନକାରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତା ଡିସେମ୍ବରରୁ ଆରମ୍ଭ ହେବ ରେଲୱେ ପରୀକ୍ଷା । ଏନେଇ ଆଜି…

କେନ୍ଦ୍ରାପଡାକୁ ପାସେଞ୍ଜର ଟ୍ରେନ ସେବା ପାଇଁ ରେଳମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ରେଳମନ୍ତ୍ରୀ ସୁରେଶ ପ୍ରଭୁଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ହରିଦାସପୁର-ପାରାଦୀପ ବ୍ରଡଗେଜ୍ ରେଳ ଲାଇନରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ପୀୟୁଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆବଶ୍ୟକ ଅନୁମତି ପ୍ରଦାନ କରିବାକୁ ଚିଠିରେ…

କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କ ମା’ଙ୍କ ଦେହାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ମା’ ଚନ୍ଦ୍ରକାନ୍ତା ଗୋୟଲଙ୍କ ଆଜି ସକାଳେ ପରଲୋକ ହୋଇଛି। କେନ୍ଦ୍ରମନ୍ତ୍ରୀ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।  ରେଳମନ୍ତ୍ରୀ ପୀୟୁଷ ଗୋୟଲ। ନିଜ ମା’ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଯାଇ ତାଙ୍କ ଫଟୋ ଟୁଇଟ କରିବା ସହ ଲେଖିଛନ୍ତି…

ଜନସାଧାରଣଙ୍କ ସହ ଜଡିତ ରେଳ, ଘରୋଇକରଣର କୌଣସି ପ୍ରସ୍ତାବ ନାହିଁ : ରେଳମନ୍ତ୍ରୀ ପୀୟୁଷ ଗୋୟଲ

ନୂଆଦିଲ୍ଲୀ: ଭାରତୀୟ ରେଳର ଘରୋଇକରଣ: ରେଳବାଇର ଘରୋଇକରଣ ପ୍ରଶ୍ନ ଉପରେ କେନ୍ଦ୍ର ସରକାର ଉତ୍ତର ଦେଇକହିଛନ୍ତି ଯେ ସେପରି କୋୖଣସି ଯୋଜନା ନାହିଁ | ମଙ୍ଗଳବାର ଦିନ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ରେଳମନ୍ତ୍ରୀ ପୀୟୂଷ ଗୋୟେଲ କହିଛନ୍ତି ଯେ ଭାରତୀୟ ରେଳ ଦେଶର ଲୋକଙ୍କ ସହ ଜଡିତ ଅଛି ଏବଂ…