ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ
ପାରାଦୀପ : ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର…