Latest Odisha News

BREAKING NEWS

Browsing Tag

Plantation

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଓଡ଼ିଶା ସଂସ୍କୃତି ସମ୍ପର୍କିତ ଚିତ୍ରକଳା ଶିବିର…

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବନ ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ମଦନପୁର ସ୍ଥିତ ବିଶ୍ୱ ବିଦ୍ୟାଳୟ ପରିସରରେ ଏକ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର…

ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ

ଭୁବନେଶ୍ୱର: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବା ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ ଖାରବେଳ-କଳିଙ୍ଗନଗର ଓ ସୋଆ ପକ୍ଷରୁ…

‘ଅଙ୍କୁର’ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ଅଙ୍କୁର’ ତରଫରୁ ଚାରା ରୋପଣ କରାଯାଇଛି । ଭୁବନେଶ୍ବରର ଏନ୍-୧ ପ୍ରାଇମେରୀ ସ୍କୁଲ୍ ପରିସରରେ ଦୈନନ୍ଦିନ ଜୀବନରେ ଉପଯୋଗୀ ଫଳ ଚାରା ସ୍କୁଲ ପିଲାଙ୍କ ଦ୍ବାରା ରୋପଣ କରାଯାଇଛି । ପିଲାଙ୍କ ଭିତରେ ପରିବେଶ ଏବଂ ପ୍ରକୃତି ପ୍ରତି ସଚେତନତା…