Latest Odisha News

BREAKING NEWS

Browsing Tag

Plasma Bank

ଏସସିବି ମେଡିକାଲ ପ୍ଲାଜମା ବ୍ୟାଙ୍କ ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: କରୋନା ବିରୋଧରେ ରାଜ୍ୟରେ ଲଢ଼େଇ ଜାରି ରହିଛି । ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଦେଇ ଚିକିତ୍ସା କରାଯାଉଛି । ୨୦୨୦ ଜୁଲାଇ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଏସସିବି ମେଡିକାଲରେ ପ୍ଲାଜମା ବ୍ୟାଙ୍କକୁ ଅନଲାଇନରେ ଶୁଭାରମ୍ଭ କରିଥିଲେ । ଏସସିବି ପ୍ଲାଜମା ବ୍ୟାଙ୍କ…

ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ । ଏହାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ବ୍ରହ୍ମପୁର ଏମ୍‌କେସିଜିରେ ପ୍ଲାଜମା ବ୍ୟାଙ୍କ…

ଆଜି ରାଉରକେଲାରେ ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଜିଠୁ ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପୀ ଚିକିତ୍ସା ସେଣ୍ଟର । ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡିଓ କନଫରେନ୍ସିଂରେ ଉଦଘାଟନ କରିବେ । ଆଇଜିଏଚରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ସମେତ…

ଖୋଲିବ ଆଉ ୩ ପ୍ଲାଜମା ବ୍ୟାଙ୍କ, କେହି ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପ୍ଲାଜମା ବ୍ୟାଙ୍କ । ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ ରାଜ୍ୟରେ ଏବେ ୪ଟି ଜାଗାରେ ପ୍ଲାଜମା ବ୍ୟାଙ୍କ ହୋଇସାରିଛି । ପ୍ଲାଜମା ଥେରାପିରୁ ସୁଫଳ…

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କର ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସରେ ଏହାର ଉଦ୍‌ଘାଟନ କରିଛନ୍ତି । ଏହା ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ଉଦ୍‌ଘାଟିତ ହୋଇଛି । ପୂର୍ବରୁ କଟକ ଏସ୍‌ସିବି ସହ ଅନ୍ୟ ତିନୋଟି କୋଭିଡ…

ଆଜି କ୍ୟାପିଟାଲ ହସପିଟାଲରେ ଉଦଘାଟିତ ହେବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ ଉଦଘାଟିତ ହେବ ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ଲାଜମା ବ୍ୟାଙ୍କକୁ ଉଦଘାଟନ କରିବେ । ପୂର୍ବରୁ କଟକର ଏସସିବି ସମେତ ୩ଟି କୋଭିଡ୍ ହସପିଟାଲରେ ପ୍ଲାଜମା ବ୍ୟାଙ୍କ କାର୍ଯ୍ୟକ୍ଷମ କରାଯାଇସାରିଛି ।…

ବ୍ରହ୍ମପୁର ଏମକେସିଜି ଓ କ୍ୟାପିଟାଲ ହସ୍ପିଟାଲରେ ହେବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: କଟକ ପରେ ଖୁବଶୀଘ୍ର ବ୍ରହ୍ମପୁର ଏମକେସିଜି ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହେବ ପ୍ଲାଜମା ବ୍ୟାଙ୍କ । ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ବର୍ତ୍ତମାନ କଟକ ଏସସିବି ମେଡିକାଲ କଲେଜ ଓ…