Latest Odisha News

BREAKING NEWS

Browsing Tag

Plus Two Admission

+୨ ତୃତୀୟ ପର୍ଯ୍ୟାୟ ନାମଲେଖା, ଆଜିଠୁ ଅଫଲାଇନ୍ ଆବେଦନ

ଭୁବନେଶ୍ୱର: ଯୁକ୍ତ ଦୁଇରେ ଖାଲିଥିବା ସିଟ୍‌ ପାଇଁ ତୃତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆଜିଠୁ ଆରମ୍ଭ ହେଉଛି । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଥିବା ଆଶାୟୀ ଛାତ୍ରଛାତ୍ରୀ ଏଥିପାଇଁ ଅନଲାଇନରେ ଆବେଦନ କରିପାରିବେ । ଆଜି ସକାଳ…

+୨ରେ ନାମଲେଖା ପାଇଁ ଆଜି ବାହାରିବ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ବର:  ଯୁକ୍ତ ଦୁଇ କଲେଜରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ। ଦିନ ସାଢ଼େ ୧୧ଟାରେ ସାମସ୍ ଓ୍ୱେବସାଇଟରେ ତାଲିକା ପ୍ରକାଶ ପାଇବ। ସେଠାରୁ ଛାତ୍ରଛାତ୍ରୀ ମେଧା ତାଲିକା ଦେଖିପାରିବେ। ମେରିଟ୍ ଲିଷ୍ଟରେ ଥିବା ଛାତ୍ରଛାତ୍ରୀ ଆସନ୍ତାକାଲିଠୁ ୨୧ ତାରିଖ ମଧ୍ୟରେ…

ଆସନ୍ତା ୧୨ ତାରିଖରୁ +୨ରେ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ ଯୁକ୍ତ ନାମଲେଖା ପ୍ରକ୍ରିୟା । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଜାରି ହେବ ବିଜ୍ଞପ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଗଣଶିକ୍ଷା ବିଭାଗ ଅଧିକାରୀଙ୍କୁ ନେଇ…

+୨ ପ୍ରଥମ ବର୍ଷରେ ସିଟ୍ ସମସ୍ୟା ହେବନି, ଆବଶ୍ୟକ ହେଲେ ବଢ଼ିବ ସିଟ୍

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ହୋଇନି । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି । ୯୭ ପ୍ରତିଶତରୁ ଅଧିକ ପାସ୍ ହାର ଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡମିସନରେ ସମସ୍ୟା ଆଶଙ୍କା କରାଯାଉଛି । ଏଭଳି ସ୍ଥିତିରେ ଗଣଶିକ୍ଷା ମନ୍ତ୍ରୀ…

ଆଜି +୨ର ବଳକା ସିଟରେ ସ୍ପଟ୍ ଆଡମିଶନ୍

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା ଯୁକ୍ତ ଦୁଇ କଲଜେର ନାମଲେଖା ପାଇଁ ଆଜି ସ୍ପଟ୍ ଆଡମିଶନ୍ । ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟ ନାମଲେଖା ପରେ ବଳକା ସିଟ୍‌ରେ ନାମଲେଖା ଯିବ । ଗତକାଲି ପ୍ରକାଶ ପାଇଥିଲା ସେସବୁ ଜୁନିୟର କଲେଜରେ ମେରିଟ୍ ଲିଷ୍ଟ । ଆଜି ସକାଳ ୧୦ଟାରୁ ସ୍ପଟ୍ ଆଡମିଶନ ଆରମ୍ଭ…

ଅଗଷ୍ଟ ୨୧ରୁ +୨ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ, କମିଲା ଫି

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ଭିତରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । କୋଭିଡ୍ ପାଇଁ ଆବେଦନ ଫି…