Latest Odisha News

BREAKING NEWS

Browsing Tag

Plus Two Exams

ସଂକ୍ରମଣ ଭିତରେ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେମିତି ହେବ ? ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

ଭୁବନେଶ୍ଠର: ଭୟାବହ ହେଉଛି କୋଭିଡ ସଂକ୍ରମଣ । ଯଦିଓ ରାଜ୍ୟରେ ବିଏଫ.୭ ଭାରିଏଣ୍ଟକୁ ନେଇ ଭୟ କରିବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି ତଥାପି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏସବୁ ଭିତରେ ଆଗକୁ ରହିଛି ମାଟ୍ରିକ ପରୀକ୍ଷା  । ସଂକ୍ରମଣ ଭିତରେ ମାଟ୍ରିକ ପରୀକ୍ଷା…

ବଦଳିପାରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ

ଭୁବନେଶ୍ୱର: ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ । ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ପ୍ରସ୍ତାବ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ ଅଳ୍ପ ବ୍ୟବଧାନ ଥିବାରୁ ଏଭଳି…

+୨ ଅଫଲାଇନ୍‌ ପରୀକ୍ଷା ପାଇଁ କାଲିଠୁ ପଞ୍ଜିକରଣ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଯୁକ୍ତ ଦୁଇ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ଦେଇପାରିବେ । ଏଥିପାଇଁ ଆସନ୍ତାକାଲିଠୁ ଆରମ୍ଭ ହେବ ପଞ୍ଜିକରଣ । ଅଫଲାଇନ୍ ପରୀକ୍ଷା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏଥିପାଇଁ କଲେଜଗୁଡ଼ିକୁ ଏକ ଲିଙ୍କ୍‌ ପ୍ରଦାନ କରାଯିବ । ଯାହା…