Latest Odisha News

BREAKING NEWS

Browsing Tag

PM CARES Fund

‘ପିଏମ୍ କେୟାର୍ସ ପାଣ୍ଠି’କୁ ୧୦୦ କୋଟି ଦେଲା ପେଟିଏମ୍ !

ନୂଆଦିଲ୍ଲୀ: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ କହିଛି ଯେ ଏହା ପିଏମ୍ - କେୟାର୍ସ ପାଣ୍ଠିରେ ୧୦୦ କୋଟିରୁ ଅଧିକ ଟଙ୍କା ଯୋଗଦାନ କରିଛି।  ଏହି ପାଣ୍ଠି କରୋନାଭାଇରସ୍ ରୋଗ ସହିତ ଲଢ଼ିବା ପାଇଁ ସ୍ୱତନ୍ତ୍ର ଭାବରେ ଡିଜାଇନ୍ କରାଯାଇଛି |  ଏହି ପାଣ୍ଠିରେ ୫୦୦ କୋଟି ଟଙ୍କା ଦାନ କରାଯିବ ବୋଲି…

ପିଏମ୍ କେୟାର୍ସ ଫଣ୍ଡ ନାଁରେ ୫୨ ଲକ୍ଷରୁ ଅଧିକ ଠକେଇ, ୨ ଅଭିଯୁକ୍ତ ଗିରଫ !

ଝାଡଖଣ୍ଡ: ଗୁରୁବାର ଝାଡଖଣ୍ଡ ପୋଲିସ ପିଏମ୍ କେୟାର ଫଣ୍ଡ ନାଁରେ ଲୋକଙ୍କୁ ଠକିଥିବା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଦୁଇ ଭାଇ ବୋଲି ଜଣାପଡିଛି । ତଦନ୍ତରୁ ଜଣାପଡିଥିଲା ଦୁଇ ଅଭିଯୁକ୍ତ ନୁର ହସନ ଓ ମହମ୍ମଦ ଇଫତିକାର ଫେକ୍ ୱେବସାଇଟ୍…

ପିଏମ୍ କେୟାର୍ସ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ ପାଞ୍ଚଟି ବାଲୁକା କଳା ପେଣ୍ଟିଙ୍ଗ୍ ନିଲାମ ଘୋଷଣା କଲେ…

ପୁରୀ: କରୋନା ମୁକାବିଲା ପାଇଁ ଗଠିତ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ୍ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାହାଯ୍ୟ କରିବାକୁ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଗେଇ ଆସିଛନ୍ତି । ତାଙ୍କ ଦ୍ୱାରା ପ୍ରସ୍ତୁତ ପାଞ୍ଚଟି ସ୍ୟାଣ୍ଡ ଆର୍ଟ କାନଭାସ ପେଣ୍ଟିଂକୁ ନିଲାମ କରି ଏଥିରୁ…

ପିଏମ୍ କେୟାର୍ସ ଫଣ୍ଡ ପାଇଁ ଅନ ଲାଇନ ପ୍ରଦର୍ଶନୀ ଚେସ୍ ପ୍ରତିଯୋଗିତାରେ ଭାଗ ନେବେ ଭାରତର ଶ୍ରେଷ୍ଠ ୬ ଚେସ୍ ଖେଳାଳିି

ନୂଆଦିଲ୍ଲୀ : ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଶିଳ୍ପପତି କ୍ରୀଡାବିତ ତଥା କର୍ପୋରେଟ ହାଉସମାନେ କରୋନା ରିଲିଫ ପାଇଁ ପିଏମ୍ କେୟାର୍ସ ଫଣ୍ଡକୁ ଦାନ କରୁଛନ୍ତି । ଏ ଦିଗରେ ଏକ ଅଭିନବ ପ୍ରୟାସ ସହିତ ଏବେ ସାମିଲ ହୋଇଛନ୍ତି ଦେଶର ପ୍ରମୁଖ ଆନ୍ତର୍ଜାତୀୟ ଚେସ୍ ଖେଳାଳି । ଆସନ୍ତା ୧୧…

ପିଏମ୍ କେୟାରସ୍ ଫଣ୍ଡ୍‌କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ୫୦୦ କୋଟି ଟଙ୍କାର ସହାୟତା ଘୋଷଣା

ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ବିରୋଧରେ ଲଢେଇରେ ଦେଶକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ଦେଇଥିବା ଆହ୍ୱାନ ପରିପ୍ରେକ୍ଷୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଆଜି ପ୍ରଧାନମନ୍ତ୍ରୀ କେୟାରସ୍ ଫଣ୍ଡ୍‌କୁ ୫୦୦ କୋଟି ଟଙ୍କା ପ୍ରଦାନ କରାଯାଇଥିବା ଘୋଷଣା କରାଯାଇଛି । ଏହି ୫୦୦ କୋଟି…