ଚାଷୀଙ୍କ ପାଇଁ ଖୁସି ଖବର; ଆଜି ମିଳିବ ପିଏମ୍ କିଷାନର ୧୩ତମ କିସ୍ତି
ନୂଆଦିଲ୍ଲୀ : ପ୍ରତୀକ୍ଷାର ଅନ୍ତ ଘଟିଲା । ଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ପିଏମ୍ କିଷାନ ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପୂର୍ବରୁ ଚାଷୀ ମାନଙ୍କୁ ଏହି ଯୋଜନାରେ ୧୨ଟି କିସ୍ତି ମିଳିସାରିଛି । ବର୍ତ୍ତମାନ କୃଷକ ମାନେ ୧୩ତମ କିସ୍ତି ପାଇବେ । ପ୍ରଧାନମନ୍ତ୍ରୀ…