Latest Odisha News

BREAKING NEWS

Browsing Tag

PM Modi

ଆଜି ସନ୍ଧ୍ୟାରେ ଟିକା ଉତ୍ପାଦନକାରୀଙ୍କ ସହିତ ମୋଦିଙ୍କ ବୈଠକ, ନିଆଯିବ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଟିକାନିର୍ମାତା କମ୍ପାନୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ବସିବ । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଟିକାର ଅଭାବ ଦେଖା ଦେଲାଣି । ଟିକାକରଣ ଉତ୍ପାଦନକୁ…

କରୋନା ମୁକାବିଲା; ଆଜି ସ୍ଥିତି ସମୀକ୍ଷା ନେଇ ଜରୁରୀ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦେଶର ଏକ କରୋନା ମହାମାରୀ ସ୍ଥିତିର ସମୀକ୍ଷା ପାଇଁ ଏକ ପ୍ରମୁଖ ବୈଠକରେ ଅଧ୍ୟକ୍ଷତା କରିବେ। ଆଜି ଦେଶରେ ଦୈନିକ ସଂକ୍ରମଣ ମାମଲା ୩ ଲକ୍ଷ ମୁହାଁ ହେଉଥିବା ବେଳେ ଏହାକୁ ନେଇ ସରକାରଙ୍କ ଚିନ୍ତା ବଢିଛି। ସୋମବାର ସକାଳ ସୁଦ୍ଧା,…

 ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ୧୨ଟାରେ ଦିଲ୍ଲୀ ଜନପଥ ସ୍ଥିତ ଆମ୍ବେଦକର ଆନ୍ତର୍ଜାତୀୟ ସେଣ୍ଟରରେ 'ଉତ୍କଳ କେଶରୀ' ଡ. ହରେକୃଷ୍ଣ ମହତବଙ୍କ ଦ୍ୱାରା ଲିଖିତ 'ଓଡିଶା ଇତିହାସ' ପୁସ୍ତକର ହିନ୍ଦୀ ଅନୁବାଦ ଉନ୍ମୋଚନ କରିବେ। ପୁସ୍ତକଟି ଏଯାବତ୍ ଓଡିଆ ଏବଂ…

କରୋନା ମୁକାବିଲା: ଆସନ୍ତା ୮ରେ ସମସ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୮ରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଦେଶରେ କୋଭିଡ-୧୯ ମହାମାରୀର ସ୍ଥିତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଟିକାକରଣ ସହ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ବିଶେଷ…

ଅଭିନେତା ଆର୍‌ ମାଧବନ୍‌ଙ୍କ ସହ ସ୍ୱତନ୍ତ୍ର ସାକ୍ଷାତ କଲେ ପିଏମ ମୋଦୀ

ନୂଆଦିଲ୍ଲୀ: ରକେଟ୍ରି: ଦି ନାମ୍ବି ଇଫେକ୍ଟର କ୍ଲିପ୍ ଦେଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଥିଲେ ଅଭିନେତା ଆର୍‌ ମାଧବନ୍‌। ଏହି ଚଳଚ୍ଚିତ୍ରଟି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଆଇଏସଆରଓ) ର ପୂର୍ବତନ ଭାରତୀୟ ବୈଜ୍ଞାନିକ ତଥା ଏରୋସ୍ପେସ ଇଞ୍ଜିନିୟର ନାମ୍ବି…

ଫାରୁକ ଅବଦୁଲ୍ଲାଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଡଃ ଫାରୁକ ଅବଦୁଲ୍ଲା କରୋନା ସଂକ୍ରମିତ ହୋଇ ପୃଥକ୍‌ ଭାବେ ସଙ୍ଗରୋଧରେ ରହିଛନ୍ତି। ଫାରୁକ ଅବଦୁଲ୍ଲାଙ୍କୁ କୋଭିଡ-୧୯ରୁ ଅତିଶୀଘ୍ର ଆରୋଗ୍ୟ ଲାଭ କରିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭକାମନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଟ୍ଵିଟ୍‌ କରି କହିଛନ୍ତି…

ଜୋଶେଶ୍ୱରୀ ମନ୍ଦିରରେ ମା’ କାଳୀଙ୍କୁ ହାତ ତିଆରି ‘ମୁକୁଟ’ ଚଢାଇଲେ ପିଏମ୍‌ ମୋଦୀ; ବାଂଲାଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଦକ୍ଷିଣ-ପଶ୍ଚିମ ବାଂଲାଦେଶର ଇଶ୍ୱରପୁର ଗାଁର ପ୍ରାଚୀନ ଜୋଶେଶ୍ୱରୀ କାଳୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ ଏବଂ ଉପାସକମାନଙ୍କ ପାଇଁ ଭାରତ ବହୁମୁଖୀ କମ୍ୟୁନିଟି ହଲ୍ ନିର୍ମାଣ କରିବ ବୋଲି ଘୋଷଣା କରିଥିଲେ। ମନ୍ଦିର ପ୍ରବେଶ ସମୟରେ ମୁହଁରେ…

କୋଲକାତା ଅଗ୍ନିକାଣ୍ଡରେ ଶୋକ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା

କୋଲକାତା: କୋଲକାତାର ବଡ ବଜାର ଅଞ୍ଚଳର ଷ୍ଟ୍ରେଣ୍ଡ ରୋଡରେ ଥିବା ୧୨ ମହଲାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମୋଦି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଓ ଆହତଙ୍କୁ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କା…

ଆଜି ‘Maritime India Summit’ ୨୦୨୧ର ଉଦ୍‌ଘାଟନ କଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର 'ସାମୁଦ୍ରିକ ଭାରତ ସମ୍ମିଳନୀ ୨୦୨୧' ର ଉଦ୍‌ଘାଟନ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ମିଳନୀର ଦ୍ୱିତୀୟ ସଂସ୍କରଣର ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ସାମୁଦ୍ରିକ ଦୃଷ୍ଟିକୋଣ ୨୦୩୦ ର…

ଦେଶକୁ ସୁସ୍ଥ ରଖିବା ପାଇଁ ସରକାର ଏକାସାଙ୍ଗରେ ଚାରୋଟି ଦିଗରେ କାର୍ଯ୍ୟ କରୁଛନ୍ତି; ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କହିଛନ୍ତି ଯେ ତାଙ୍କ ସରକାର ଦେଶରେ ସ୍ୱାସ୍ଥ୍ୟସେବା ପାଇଁ ଏକ ସାମଗ୍ରିକ ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ଏବଂ କେବଳ ଚିକିତ୍ସା ଉପରେ ନୁହେଁ ବରଂ ସୁସ୍ଥତା ଉପରେ ମଧ୍ୟ ଧ୍ୟାନ ଦେଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ୟୁନିୟନ ବଜେଟର…