ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ବୁଧବାର କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଏକ…