Latest Odisha News

BREAKING NEWS

Browsing Tag

PM Modi

ଛତ୍ରପତି ଶିବାଜୀଙ୍କ ଜୀବନ ଦେଶ ପାଇଁ ପ୍ରେରଣା ଯୋଗାଇବ; ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଛତ୍ରପତି ଶିବାଜୀ ମହାରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ମରାଠା ଯୋଦ୍ଧା ରାଜାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ କହିଛନ୍ତି ଯେ ତାଙ୍କ ଜୀବନ ଦେଶ ପାଇଁ ପ୍ରେରଣା ଯୋଗାଇବ। ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି କହିଛନ୍ତି, ଯେ…

୧୩୦ କୋଟି ଭାରତୀୟଙ୍କ ଆକାଂକ୍ଷା ସରକାରଙ୍କୁ ଶୀଘ୍ର ଗତି କରିବାକୁ ପ୍ରେରିତ କରୁଛି; ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ନ୍ୟାସନାଲ ଆସୋସିଏସନ୍ ଅଫ୍ ସଫ୍ଟୱେର୍ ଆଣ୍ଡ ସର୍ଭିସ୍ କମ୍ପାନୀ (ନାସସ୍କୋମ୍) ର ଟେକ୍ନୋଲୋଜି ଏବଂ ଲିଡରସିପ୍ ଫୋରମ୍ (NTLF) କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏହା ହେଉଛି ଏକ ସମୟ…

ଆସନ୍ତା ୨୧ରେ ବସିବ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକ ଆସନ୍ତା ୨୧ ତାରିଖରେ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟର ସଭାପତି, ରାଜ୍ୟ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ସମେତ ରାଜ୍ୟରେ ଥିବା ସଂଗଠନର ମୁଖ୍ୟ ଉପସ୍ଥିତ ଥିଲେ । ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବୈଠକରେ ପ୍ରଧାନମନ୍ତ୍ରୀ…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ COP26 ଅଧ୍ୟକ୍ଷ ଆଲୋକ ଶର୍ମା ଏମପି

ନୂଆଦିଲ୍ଲୀ: ମିଳିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମେଳନର ଅଧ୍ୟକ୍ଷ ଆଲୋକ ଶର୍ମା ଏମପି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜିଙ୍କୁ ସାକ୍ଷାତ କରିଛନ୍ତି । COP ହେଉଛି ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ବ୍ୟବସ୍ଥା ସମ୍ମିଳନୀ (UNFCCC)ର ନିର୍ଣ୍ଣୟକାରୀ ସଂସ୍ଥା । ଏହାର ୨୬ତମ…

ମଧ୍ୟପ୍ରଦେଶ ବସ୍ ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ସିଧିରେ ବସ ଦୁର୍ଘଟଣା ନେଇ ଦେଶରେ ଶୋକର ଛାୟା ଖେଳି ଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ମୋଦି । …

ଆମର ସୁରକ୍ଷା ବାହିନୀ ପାଇଁ ଆମେ ଗର୍ବିତ : ପିଏମ ମୋଦୀ

ନୂଆଦିଲ୍ଲୀ: ପୁଲୱାମା ଆତଙ୍କବାଦୀ ଆକ୍ରମଣର ଦ୍ୱିତୀୟ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଏହି ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କୌଣସି ଭାରତୀୟ ଏହି ଦିନକୁ ଭୁଲି ପାରିବେ ନାହିଁ ବୋଲି ସେ କହିଛନ୍ତି। ଦୁଇ ବର୍ଷ ପୂର୍ବେ, #…

ତାମିଲନାଡ଼ୁ ଓ କେରଳ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି, ସେନାରେ ସାମିଲ୍ ହେବ ‘ଅର୍ଜୁନ ଯୁଦ୍ଧ ଟ୍ୟାଙ୍କ’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାମିଲନାଡ଼ୁ ଓ କେରଳ ରାଜ୍ୟ ଗସ୍ତରେ ଯିବେ । ଚେନ୍ନାଇରେ ମୋଦି ଅଲଗା ଅଲଗା ପ୍ରକଳ୍ପକୁ ଉଦଘାଟନ କରିବେ । ଏହାସହ ଅର୍ଜୁନ୍ ଟ୍ୟାଙ୍କ (ଏମକେ-୧ଏ)କୁ ସେନାରେ ସାମିଲ୍ କରାଯିବ । ଏହାପରେ ପିଏମ୍ ମୋଦି କେରଳ ଯାଇ କୋଚ୍ଚିରେ ବିଭିନ୍ନ…

‌ପିଏମ୍‌ ମୋଦୀଙ୍କ ମନ୍ତବ୍ୟକୁ ନେଇ ଏମିତି କହିଲେ ପି ଚିଦାମ୍ବରମ୍‌; କହିଲେ ‘ଆନ୍ଦୋଳନଜୀବୀ’…

ନୂଆଦିଲ୍ଲୀ: ରାଜ୍ୟସଭାରେ ଦେଇଥିବା ମନ୍ତବ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ ଉପରେ ଜବାବ୍‌ ରଖିଛନ୍ତି କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ୍‌। ସେ କହିଛନ୍ତି ଯେ ଦେଶ ଏକ ନୂତନ ସମ୍ପ୍ରଦାୟ ପ୍ରତି ସଚେତନ ହେବା ଉଚିତ, ଯାହାକୁ ସେ "ଆନ୍ଦୋଳନଜୀବୀ" ବୋଲି…

ନିର୍ବାଚନ ପୂର୍ବରୁ ଉଷ୍ଣ ହେଉଛି ରାଜନୀତି; ପଶ୍ଚିମବଙ୍ଗ ଆସିବେ ମୋଦି, ରହିବେନି ମମତା

କୋଲକାତା: ପଶ୍ଚିମବଙ୍ଗରେ ଉଷ୍ଣ ହେଉଛି ରାଜନୀତିକ ପାଣିପାଗ । ଟିଏମସିକୁ ଚେକ୍ ଦେବାକୁ ବିଜେପି ପ୍ରସ୍ତୁତ କରିଛି ମାଷ୍ଟରପ୍ଲାନ୍ । ୨୪ ଘଣ୍ଟାରେ ପଶ୍ଚିମବଙ୍ଗରେ ବିଜେପିର ୨ ଶୀର୍ଷ ନେତା, ତିନି ତିନୋଟି ସଭା । ଘାଇଲା ହେଲେଣି ମମତା । ପଶ୍ଚିମବଙ୍ଗରୁ ଗତକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ…

ନିର୍ବାଚନ ପୂର୍ବରୁ ଉନ୍ମୋଚନ, ଶିଳାନ୍ୟାସ; ଆଜି ପଶ୍ଚିମବଙ୍ଗ ଓ ଆସାମ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାଖେଇ ଆସୁଛି ନିର୍ବାଚନ । ଆରମ୍ଭ ହେବ ଉନ୍ମୋଚନ, ଶିଳାନ୍ୟାସ ପର୍ବ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଓ ଆସାମ ରାଜ୍ୟ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉନ୍ମୋଚନ ସହ ଶିଳାନ୍ୟାସ କରିବେ । ପଶ୍ଚିମବଙ୍ଗର ହଳଦିଆରେ ପିଏମ୍ ମୋଦି ଏକ ସଭାକୁ ସମ୍ବୋଧିତ କରିବାର…