ବାରାଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗମନରେ କାଶୀର ପ୍ରତ୍ୟେକ ଘରେ ଜଳିବ ଦୀପ
ବାରାଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦ ତାରିଖ ଅର୍ଥାତ୍ ଆସନ୍ତା କାଲି ଦେବ ଦୀପାବଳୀ ଅବସରରେ ତାଙ୍କ ସଂସଦ ନିର୍ବାଚନମଣ୍ଡଳୀ ବାରାଣାସୀକୁ ଆସୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସମଗ୍ର ସହରରେ ଉତ୍ସାହର ବାତାବରଣ ଦେଖିବାକୁ ମିଳିଛି। କାଶୀରେ…