Latest Odisha News

BREAKING NEWS

Browsing Tag

PM Modi

ଆସନ୍ତାକାଲି ଆକାଶମାର୍ଗରୁ ଓଡ଼ିଶାର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ପଶ୍ଚିମବଙ୍ଗ ଓ ଓଡ଼ିଶା ଆସି ଅମ୍ଫାନ ବାତ୍ୟା ପରବର୍ତ୍ତୀ ପରିସ୍ଥିତି ପରଖିବେ । “ପ୍ରଧାନମନ୍ତ୍ରୀ ମୋଦୀ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରି ଏହି ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ…

‘ଅମ୍ଫାନ’ ଘୂର୍ଣ୍ଣିବାତ୍ୟା ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ‘ଅମ୍ଫାନ’କୁ ସାମନା କରିବା ଲାଗି ନିଆଯିବାକୁ ଥିବା ପଦକ୍ଷେପର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ: ସମ୍ଭାବ୍ୟ ମହାବାତ୍ୟା ଅମ୍ଫାନ ପ୍ରଭାବରେ କ’ଣ କ୍ଷତି…

ଧିରେ ଧିରେ ଲକଡାଉନ୍ ପ୍ରତ୍ୟାହାର ଲାଗି ରାଜ୍ୟମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ କହିଛନ୍ତି ଯେ, ଧିରେ ଧିରେ ଦେଶରୁ ଲକଡାଉନ୍ ପ୍ରତ୍ୟାହାର କରାଯିବ । ଏବେ କରୋନା ପବବର୍ତ୍ତୀ ଜୀବନ ଲାଗି ପ୍ରସ୍ତୁତ ହେବାକୁ ପ୍ରଧାନମନ୍ତ୍ରୀ ଏହି ପରିପ୍ରେକ୍ଷୀରେ ପରାମର୍ଶ ଦେଇଛନ୍ତି । କରୋନା ଭୂତାଣୁ ସଂକ୍ରମଣ ହେବା ପରେ…

କରୋନା ପାଇଁ ସପ୍ତପଦୀ…

କୋଭିଡ-୧୯ ମହାମାରୀର ପ୍ରକୋପକୁ କମାଇବା ପାଇଁ ଦେଶରେ ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇ ଏପ୍ରିଲ ୧୪ରେ ସରିବାକୁ ଥିବା ୨୧ଦିନିଆ ଲକ୍ ଡାଉନ୍ ର ଅବଧିକୁ କେନ୍ଦ୍ର ସରକାର ଶେଷରେ ପୁଣି ୧୯ ଦିନ ବୃଦ୍ଧିକରିଛନ୍ତି| ଏହି ମର୍ମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଟେଲିଭିଜନ ଜରିଆରେ ସମ୍ବୋଧନ କରି ଏହାର…

ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର  ଅର୍ଥାତ୍ ଏପ୍ରିଲ୍ ୧୪ ତାରିଖ ଦିନ ସକାଳ ୧୦ଟା ସମୟରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ଦିନ ମୋଦୀ ଟ୍ୱିଟ୍ ମାଧ୍ୟମରେ ଜଣାଇଛନ୍ତି । Prime Minister @narendramodi will address the nation at 10 AM on…

କରୋନା ଆତଙ୍କ: ଆଜିଠାରୁ କାର୍ଯ୍ୟକ୍ଷମ ହେବ ପିଆଇବିର କୋଭିଡ-19 ଫାକ୍ଟଚେକ୍‌ ୟୁନିଟ

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା  କାର୍ଯ୍ୟାଳୟ (ପିଆଇବି) ରେ ଏକ କୋଭିଡ19 ଫାକ୍ଟ ଚେକ ୟୁନିଟ ଗଠନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ୟୁନିଟ ଆଜିଠାରୁ କାର୍ଯ୍ୟକ୍ଷମ ହେବ । କୋଭିଡ19 ସମ୍ପର୍କିତ କେନ୍ଦ୍ର ସରକାରଙ୍କ ସହ ଜଡିତ…

ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଭାରତ ଗସ୍ତ ହୋଇପାରେ ବାତିଲ !

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ନିକଟରେ ଭାରତ ଗସ୍ତରେ ଆସିବାକୁ ଥିବାବେଳେ ସେ ଏହି ଗସ୍ତକୁ ବାତିଲ କରିପାରନ୍ତି ବୋଲି ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ଆସାମର ଗୌହାଟୀରେ ପ୍ରଧାନମନ୍ତ୍ରୀ ଆବେ ଓ ମୋଦିଙ୍କର ସାକ୍ଷାତ ହେବାକୁ ଥିବାବେଳେ ନାଗରିକତା ସଂଶୋଧନ ବିଲକୁ ନେଇ…

ଆଜି ମୋଦି-ଜିନପିଙ୍ଗ ଭେଟ, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ: ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଦକ୍ଷିଣ ଭାରତର ପ୍ରାଚୀନ ନଗର ତଥା ତାମିଲନାଡୁର ମମଲ୍ଲାପୁରମରେ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜିନପିଙ୍ଗଙ୍କ ମଧ୍ୟରେ ଅନୌପଚାରିକ ଆଲୋଚନା ହେବା ନେଇ…

‘ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ’ ଅବସରରେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।…

କର୍ପୋରେଟ୍ ଟିକସ ହ୍ରାସ ନେଇ ଏଭଳି ମନ୍ତବ୍ୟ ଦେଲେ ମୋଦୀ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା କର୍ପୋରେଟ୍ ଟିକସକୁ ୩୦ ପ୍ରତିଶତରୁ ୨୨ ପ୍ରତିଶତକୁ ହ୍ରାସ କରାଯିବା ଓ ନୂଆ ମାନୁଫ୍ୟାକ୍ଟଚରିଂ କମ୍ପାନୀମାନଙ୍କ ପାଇଁ ଟିକସ ହାର ୧୫ ପ୍ରତିଶତ କରାଯାଇଛି । କେହିକେହି ଏହାକୁ ବିଗତ ୩ ଦଶନ୍ଧୀ ମଧ୍ୟରେ ଏକ ବଡ ଆର୍ଥୀକ ସଂସ୍କାର ବୋଲି…