ତୁମେ ଆମ ଚାମ୍ପିଅନ୍; ଭିନେଶଙ୍କ ପାଇଁ ଭାରତୀୟ ଅଲିମ୍ପିକ ସଂଘ ସଭାପତିଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ: ପ୍ୟାରିସ ଅଲମ୍ପିକ୍ସରେ ଅଯୋଗ୍ୟ ଘୋଷିତ ହେବା ପରେ ଅସୁସ୍ଥ ହୋଇପଡିଛନ୍ତି ଭିନେଶ ଫୋଗଟ। ଏହି ଘଟଣା ରେ ମ୍ରିୟମାଣ ହୋଇପଡିଛନ୍ତି ସାରା ଭାରତବାସୀ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଲେଖିଛନ୍ତି ଯେ, "ଭିନେଶ ତୁମେ ଚାମ୍ପିଅନଙ୍କ ଭିତରେ…